ନୂଆପଡ଼ା ଜିଲ୍ଲା କୋମନା ବ୍ଲକ୍ ସୁଆବାହାଲ ଗ୍ରାମରେ ପ୍ରବାସୀ ଶ୍ରମିକ ସଚେତନତା ଶିବିର ଅନୁଷ୍ଠିତ
ନୂଆପଡ଼ା ଜିଲ୍ଲା ରୁ କଲି ମ ମହମ୍ମଦ କ ରିପୋର୍ଟ (ଶାସକ ପ୍ରଶାସକ): ନୂଆପଡ଼ା ଜିଲ୍ଲା କୋମନା ବ୍ଲକ୍ ମୁଣ୍ଡାପଲା ପଞ୍ଚାୟତ ଅନ୍ତର୍ଗତ ସୁଆବାହାଲ ଗାଁରେ ଆଜି ଜିଲ୍ଲାପାଳ ମଧୁସୂଦନ ଦାଶଙ୍କ ସଭାପତିତ୍ବରେ ପ୍ରବାସୀ ଶ୍ରମିକ ନିରାକରଣ ପାଇଁ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା l ଏଥିରେ…