୨୩ରେ କିଟ୍ ନହ୍ନିପରୀ ଗ୍ରାଣ୍ଡ ଫିନାଲେ: ମୁଖ୍ୟ ଆକର୍ଷଣ ନିକିତା ପରୱାଲ୍, ରେଖା ପାଣ୍ଡେ ଓ ଆୟୁଷୀ ଢ଼ୋଲକିଆ
ଭୁବନେଶ୍ୱର, ୨୦ ।୧୨: କିଟ୍ ନହ୍ନିପରୀ ଲିଟିଲ୍ ମିସ୍ ଇଣ୍ଡିଆର ୨୪ତମ ସଂସ୍କରଣର ଗ୍ରାଣ୍ଡ ଫିନାଲେ ଡିସେମ୍ବର ୨୩ ତାରିଖରେ ଅନୁଷ୍ଠିତ ହେବ । ଏଥିରେ ବିଭିନ୍ନ ଆଞ୍ଚଳିକ ଅଡିସନ୍ରୁ ମନୋନୀତ ହୋଇଥିବା ୨୬ ରାଜ୍ୟର ୪ହଜାର ପ୍ରତିଯୋଗୀଙ୍କ ମଧ୍ୟରୁ ୨୫ଜଣ ଶ୍ରେଷ୍ଠ ପ୍ରତିଯୋଗୀ ଅଂଶଗ୍ରହଣ କରିବେ ।…