ଭୁବନେଶ୍ବରରେ ହେବ ମଡର୍ଣ୍ଣ ଆର୍ଟ ଗ୍ୟାଲେରୀ ସେଣ୍ଟର
ସାଂସଦ ଅପରାଜିତାଙ୍କ ପ୍ରସ୍ତାବକୁ କେନ୍ଦ୍ରମନ୍ତ୍ରୀଙ୍କ ସହମତି
ଭୁବନେଶ୍ବର:ଭୁବନେଶ୍ବରରେ ସ୍ଥାପନ ହେବ ଜାତୀୟ ସ୍ତରର ମଡର୍ଣ୍ଣ ଆର୍ଟ ଗ୍ୟାଲେରୀ ସେଣ୍ଟର୍ ର ଏକ ଶାଖା । ଏନେଇ ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ, କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂ…