ସୁବର୍ଣ୍ଣ ଲୋକ ମହୋତ୍ସବ ର ସାଂସ୍କୃତିକ କମିଟି ବୈଠକ ଅନୁଷ୍ଠିତ

ସୁବର୍ଣ୍ଣପୁର,୧୧/୧୨/୨୪ଶାସକ ପ୍ରଶାସକ(ପ୍ରକାଶ ହାତୀ) ସୁବର୍ଣ୍ଣ ଲୋକ ମହୋତ୍ସବ ୨୦୨୫ ଜାନୁୟାରୀ ୬ ରୁ ୧୦ ତାରିଖ ପର୍ଯ୍ୟନ୍ତ ସ୍ଥାନୀୟ ରାମେଶ୍ବର ଷ୍ଟାଡିୟମ ରେ ଅନୁଷ୍ଠିତ ହେବ।ଆୟୋଜିତ ଏହି ସୁବର୍ଣ୍ଣ ଲୋକ ମହୋତ୍ସବ ପାଇଁ ଆଜି ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ…

ନବୀନ ପଟନାୟକ ଙ୍କୁ ଭେଟିଲେ ବଡମ୍ବା ର ନବେରୁ ଉର୍ଦ୍ଧ ପଂଚାୟତ ପ୍ରତିନିଧି.

ଭୁବନେଶ୍ୱର: ବଡମ୍ବା ନରସିଂହପୁର ନିର୍ବାଚନ ମଣ୍ଡଳୀ ର ନବେରୁ ଉର୍ଦ୍ଧ ସରପଞ୍ଚ, ଓ ପଂଚାୟତ ପ୍ରତିନିଧି ନବୀନ ନିବାସରେ ବିରୋଧୀ ଦଳ ନେତା ନବୀନ ପଟନାୟକ ଙ୍କୁ ଭେଟି ନିର୍ବାଚନ ମଣ୍ଡଳୀ ର ବିଭିନ୍ନ ବିକାଶ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରିଥିଲେ |ସେମାନଙ୍କ ସହିତ ବ୍ଲକ…

ବେଲଗୁଣ୍ଠା ବ୍ଲକ ଅଧ୍ୟକ୍ଷାଙ୍କ ବିଜେପିରେ ଯୋଗଦାନ

ଭୁବନେଶ୍ୱର, ତା.୧୦/୧୨: ଆଜି ସୋରଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବେଲଗୁଣ୍ଠା ପଂଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ପ୍ରମିଳା କୁମାରୀ ପ୍ରଧାନ, ବେଲଗୁଣ୍ଠାର ପୂର୍ବତନ ସରପଂଚ ପ୍ରମୋଦ କୁମାର ପ୍ରଧାନ ପ୍ରମୁଖ ବିଜେଡି ପରିତ୍ୟାଗ କରି ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି । ରାଜ୍ୟ…

ସନ୍ଦେହଜନକ ମୃତ୍ୟୁ : ହତ୍ୟା ଅଭିଯୋଗ ଆଣିଲେ ବାପ ଘର ଲୋକେ

 ସୋହେଲା :-ବରଗଡ଼ ଜିଲ୍ଲା ସୋହେଲା ଥାନା ଅନ୍ତର୍ଗତ କଲଙ୍ଗାପାଲି ଗ୍ରାମରେ ଆଜି ଜଣେ ନବବିବାହିତାଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକଙ୍କ ବାପା ମନବୋଧ ବାଗଙ୍କ ଲିଖିତ ଅଭିଯୋଗ କ୍ରମେ ସୋହେଲା ପୁଲିସ ଏକ ମାମଲା ରୁଜୁକରି ତଦନ୍ତ ଆରମ୍ଭ କରିଛି। ପ୍ରକାଶ ଯେ,  ଗତ ମାର୍ଚ୍ଚ ମାସରେ ସୋହେଲା…

ମହେନ୍ଦ୍ରତନୟା ମହୋତ୍ସବ -୨୦୨୪ ଉଦଯାପିତ : ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ରେ ଝୁମିଲେ ଦର୍ଶକ

https://youtu.be/rJTAaYDCmCc ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଗୋଷାଣୀ ବ୍ଳକର ମିଶନଶକ୍ତି କାଫେ ସମ୍ମୁଖରେ ଦୁଇ ଦିନ ଧରି ଚାଲିଥିବା ମହେନ୍ଦ୍ରତନୟା ମହୋତ୍ସବ -୨୦୨୪ ଉଦଯାପିତ ହୋଇଯାଇଛି। ଉଦଯାପନୀ ସନ୍ଧ୍ୟାରେ ଗୋଷାଣୀ ବ୍ଳକ ଅଧ୍ୟକ୍ଷ ଏନ୍.ବୀରାରାଜୁ ମୁଖ୍ୟ…

ଓମାନରେ ଛାତ ଭୁଷୁଡି ଓଡିଆ ଶ୍ରମିକ ମୃତ; ମରଶରୀର ଆଣିବା ପାଇଁ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ

ଭୁବନେଶ୍ବର, ୧୦୤୧୨ - ବିଜେପି ରାଷ୍ଟ୍ରୀୟ ଉପସଭାପତି ତଥା କେନ୍ଦ୍ରାପଡ଼ା ସାଂସଦ ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡା ଓମାନରେ ଛାତ ଭୁଷୁଡି ମୃତ ଓଡିଆ ଯୁବକ ବିପିନ ବିହାରୀ ସ୍ବାଇଁଙ୍କ ମରଶରୀର ଭାରତ ଫେରାଇ ଆଣିବାପାଇଁ ଓମାନରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତଙ୍କୁ ଏକ ପତ୍ର ଲେଖି ନିବେଦନ…

ବେଦାନ୍ତ ଆଲୁମିନିୟମ ଝାରସୁଗୁଡା ଚାଷୀମାନଙ୍କୁ ପ୍ରିମିୟମ ‘ବେଦମ୍ରିତ ମହୁ’ ଲଂଚ କରିବାରେ ସାହାଯ୍ୟ କରିଛି

 ଝାରସୁଗୁଡା, ଓଡ଼ିଶା, ଡିସେମ୍ବର ୧୦, ୨୦୨୪: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ ଦ୍ୱାରା ସମର୍ôଥତ କୃଷକମାନେ ଲାଇକେରା ହନିଫେଡ୍ କୃଷକ ଉତ୍ପାଦକ ସଂଗଠନ ଅଧୀନରେ କାର୍ଯ୍ୟ କରୁଥିବା ଲାଇକେରାର କୁଶଳୀ ମହୁ ଚାଷୀଙ୍କ ଦ୍ୱାରା ନିର୍ମିତ ଏକ ପ୍ରିମିୟମ, ୧୦୦%…

ପ୍ରଯୁକ୍ତି ବିଦ୍ୟା ଏବଂ ଗୋଷ୍ଠୀଗତ ପ୍ରୟାସ ଦ୍ୱାରା ଲିଙ୍ଗଭିତ୍ତିକ ହିଂସା ବିରୋଧରେ ଓଡ଼ିଶା କରିବ ମୁକାବିଲା

ମହିଳାମାନଙ୍କୁ ଏକ ସୁରକ୍ଷିତ ପରିବେଶ ଦେବା ଆମ ସମସ୍ତଙ୍କର ସାମୂହିକ ଦାୟିତ୍ୱ :ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା   ଭୁବନେଶ୍ୱର, ୧୦/୧୨/୨୦୨୪: ଆଜି ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ଓ ୟୁନାଇଟେଡ ନ୍ୟାସନାଲ ପପୁଲେସନ ଫଣ୍ଡ (ୟୁଏନେଫପିଏ)ର ସହଭାଗିତାରେ ଆଜି ଭୁବନେଶ୍ୱରରେ ଏକ…

ଓଡ଼ିଶା ମାଷ୍ଟରସ୍-୨୦୨୪ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ

କଟକ ତା ୧୦. ୧୨. ୨୦୨୪ ରିଖ, ଓଡ଼ିଶା ମାଷ୍ଟରସ୍-୨୦୨୪ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ଟୁର୍ଣ୍ଣାମେଣ୍ଟ (Odisha Masters 2024 BWF Super 100) ଆଜି କଟକ ଜବାହାରଲାଲ୍ ନେହେରୁ ଇଣ୍ଡୋର ଷ୍ଟାଡିୟମ ଠାରେ ଉଦ୍‌ଘାଟିତ ହୋଇଯାଇଛି। ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓ…

ଧାନ ପରବର୍ତ୍ତୀ ପଡ଼ିଆ ଜମିର ପରିଚାଳନା ନେଇ କୃଷି ବିଭାଗର ୫ଟି ଅନୁଷ୍ଠାନ ସହ ବୁଝାମଣାପତ୍ର ସ୍ଵାକ୍ଷରିତ

ଭୁବନେଶ୍ୱର: ୧୦/୧୨/୨୦୨୪: ଆଜି କୃଷି ଭବନରେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଓ ଆଇଆରଆରଆଇ(IRRI), ଆଇସିଆରଆଇଏସଏଟି (ICRISAT), ଆଇସିଏଆରଡ଼ିଏ (ICARDA), ଏମଏସଏସଆରଏଫ (MSSRF) ଓ ଏଏଫସି (AFC) ଇଣ୍ଡିଆ ଲିମିଟେଡ଼ ମଧ୍ୟରେ ଧାନ ପରବର୍ତ୍ତୀ ପଡ଼ିଆ ଜମିର ପରିଚାଳନା ନେଇ ୫ ଟି ଅନୁଷ୍ଠାନ ସହ…