ମାର୍ଚ୍ଚରେ 73ତମ ସର୍ବ ଭାରତୀୟ ହକି ଚାମ୍ପିୟନସିପ – 2025: ଡିଜିପି ଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ
ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ମାସରେ ଓଡିଶା ପୋଲିସ ଆନୁକୂଲ୍ୟରେ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମଠାରେ 73ତମ ସର୍ବ ଭାରତୀୟ ହକି ଚାମ୍ପିୟନସିପ - 2025 ଅନୁଷ୍ଠିତ ହେବାକୁ ଯାଉଛି। ଏହି ଅବସରରେ ଡିଜିପି କ୍ୟାମ୍ପ କାର୍ଯ୍ୟାଳୟଠାରେ ଡିଜିପି ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କ…