ପ୍ରଥମ କ୍ୟାବିନେଟର ଚାରିଟି ନିଷ୍ପତ୍ତି ସବୁ ୬ ମାସ ମଧ୍ୟରେ ପୁରଣ କରାଗଲା – ମୁଖ୍ୟମନ୍ତ୍ରୀ
"ପ୍ରଧାନମନ୍ତ୍ରୀ ମୋଦୀଜୀଙ୍କ ଭାଷାରେ, “ମୋଦୀ କି ଗ୍ୟାରେଣ୍ଟି ମତଲବ, ଗ୍ୟାରେଣ୍ଟି ପୁରି ହୋନେ କି ଗ୍ୟାରେଣ୍ଟି”। ଆଜି ଆମର ସେଇସବୁ ଗ୍ୟାରେଣ୍ଟି ପୁରଣ ହୋଇଛି । ଶ୍ରୀମନ୍ଦିରର ଚାରି ଦ୍ୱାର ଖୋଲା ହେବା ହେଉ କିମ୍ବା ଶ୍ରୀମନ୍ଦିର ଉନ୍ନତିକରଣ ପାଇଁ ୫୦୦ କୋଟି ଟଙ୍କାର କର୍ପସ ଫଣ୍ଡ ହେଉ;…