ବିଧାୟକଙ୍କ ତାରିଣୀ ପୀଠ ପରିଦର୍ଶନ

ବିଜେପୁର :-ରବିବାର ସନ୍ଧ୍ୟା ସମୟରେ ଶ୍ରୀଯୁକ୍ତ ସନତ କୁମାର ଗଡତୀୟା, ମାନ୍ୟବର ବିଧାୟକ ବିଜେପୁର ସ୍ଥାନୀୟ ତାରିଣୀ ପୀଠ ପରିଦର୍ଶନରେ ଆସି ମନ୍ଦିର କର୍ମକର୍ତ୍ତାଙ୍କ ସହିତ ସୌଜନ୍ୟମୂଳକ ବିଚାର ଆଲୋଚନା କରିଥିଲେ। ପୀଠର ଉନ୍ନତି ମୂଳକ କାର୍ଯ୍ୟ ବିଷୟରେ ସେଠାରେ ଉପସ୍ଥିତ ଥିବା  ଶ୍ରୀଯୁକ୍ତ…

ଖପ୍ରାଖୋଲ ପ୍ରାଥମିକ ବିଦ୍ୟାଳୟ ଠାରେ ସୁରେନ୍ଦ୍ର ସାଏ ଦିବ୍ୟ ଦୃଷ୍ଟି ପରୀକ୍ଷଣ ଶିବିର

ଖପ୍ରାଖୋଲ ତା ୦୩/୦୩(ହେମସାଗର ସାହୁ) ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ବ୍ଲକ ଅଧିନସ୍ଥ ଖପ୍ରାଖୋଲ ପ୍ରାଥମିକ ବିଦ୍ୟଳୟ ଠାରେ ସୁରେନ୍ଦ୍ର ସାଏ ଦିବ୍ୟ ଦୃଷ୍ଟି ପରୀକ୍ଷଣ ଶିବିର ଖପ୍ରାଖୋଲ ଗୋଷ୍ଠୀ ଶିକ୍ଷା ଅଧିକାରୀ ଚୂଡ଼ାମଣି ବାରିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇ ଯାଇଛି। ଏହି ଶିବିରରେ ଚକ୍ଷୁ…

ନବରଙ୍ଗପୁରଠାରେ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ।

ନବରଙ୍ଗପୁର ଅଶୋକ ସାହୁ, ଶାସକ ପ୍ରଶାସକ: ଆଜି ନବରଙ୍ଗପୁର ପୌରପାଳିକା ସମ୍ମିଳନୀ ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧୀକ୍ଷକ ମିହିର କୁମାର ପଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଜିଲ୍ଲା ପରିଷଦ ମୁଖ୍ୟ…

ଜିଲ୍ଲାସ୍ତରୀୟ ଦିଶା କମିଟି ବୈଠକ ଅନୁଷ୍ଠିତ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆଜି ( ସୋମବାର) ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଡ଼.ପ୍ରଦୀପ କୁମାର ପାଣିଗ୍ରାହୀ , ମାନ୍ୟବର ସାଂସଦ ବ୍ରହ୍ମପୁର ଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ଦିଶା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଶ୍ରୀଯୁକ୍ତ ଜି.ତିରୁପତି…

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ…

ପାରଳାଖେମୁଣ୍ଡି ସହରରେ ଜେନେରିକ ଔଷଧ ପ୍ରତି ସାଧାରଣ ଲୋକଙ୍କ ଚାହିଦା ବଢୁଛି

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ତଥା ଉପାନ୍ତ ସହର ପାରଳାଖେମୁଣ୍ଡି ଠାରେ ପିଏମ-ଜନ ଔଷଧି ତଥା ଜେନେରିକ ଔଷଧର ଚାହିଦା ବୃଦ୍ଧି ପାଇବା ସହ ଏହା ସାଧାରଣ ଲୋକଙ୍କ ଠାରେ ବେଶ ଲାଭ ପହଞ୍ଚାଇବାରେ ସହାୟକ ହୋଇପାରୁଛି। ପାରଳାଖେମୁଣ୍ଡି ସହରରେ ଆଗରୁ ଏହି…

ଜିଲ୍ଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର

ଝାରବନ୍ଧ-ମନୋହର ଦାଶ: ବରଗଡ଼ ଜିଲ୍ଲା ଝାରବନ୍ଧ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନାଙ୍କ ମିଳିତ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲ ଏବଂ ଆରକ୍ଷୀ…

ଶ୍ରମ ବିଭାଗ , ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ , ଚାଇଲ୍ଡ ହେଲ୍ପ ଲାଇନ ଓ ପୋଲିସର ମିଳିତ ଚଢାଉ ବେଳେ ହୋଟେଲରୁ ଉଦ୍ଧାର…

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାପାଳ ଜିଲ୍ଲାରୁ ସମ୍ପୂର୍ଣ୍ଣ ଶିଶୁ ଶ୍ରମିକ ପ୍ରଥା ବନ୍ଦ କରିବା ପାଇଁ ଅନେକ ପଦକ୍ଷେପ ହାତକୁ ନେଇଥିବା ବେଳେ ଜିଲ୍ଲାପାଳଙ୍କ ନିର୍ଦେଶ କ୍ରମେ ଏକ ଟିମ୍ ଶିଶୁ ମାନଙ୍କୁ ବିପଦ ସଙ୍କୁଳ ଅବସ୍ଥାରୁ ଉଦ୍ଧାର କରି ଥଇଥାନ କରିବା ନିମନ୍ତେ…

ମେଧାବୀ ଛାତ୍ରଛାତ୍ରୀଙ୍କ ପାଇଁ ୫୦ହଜାର

ବିଜେପୁର :-ବରଗଡ ଜିଲ୍ଲା ବିଜେପୁର ବ୍ଲକ ଜାରିଂ କ୍ଲଷ୍ଟର ଅନ୍ତର୍ଗତ କ୍ଷେତରପଡା ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ସ୍ଥାନୀୟ ଗ୍ରାମର ଶିକ୍ଷା ପ୍ରେମୀ ଘନଶ୍ୟାମ ସାହୁ ୫୦ ହଜାର ଟଙ୍କା ପ୍ରଦାନ କରିଛନ୍ତି।ଉକ୍ତ ଟଙ୍କାରେ ପ୍ରତିବର୍ଷ ଏହି ବିଦ୍ୟାଳୟର ତୃତୀୟ ଓ ପଞ୍ଚମ ଶ୍ରେଣୀରେ ସର୍ବଶ୍ରେଷ୍ଠ…

“ସଖୀ” ୱାନ୍ ଷ୍ଟପ୍ ସେଣ୍ଟର ତରଫରୁ ଆନ୍ତର୍ଜାତୀୟ ମହିଳା ଦିବସ ସପ୍ତାହ ପାଳନ ଅବସରରେ ଏକ ଦିନିକିଆ…

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଆଜି (ସୋମବାର) ଜିଲ୍ଲା ପ୍ରଶାସନ ISRD NGO ଏବଂ NMYCS NGO ର ମିଳିତ ଆନୁକୁଲ୍ୟରେ ଆନ୍ତର୍ଜାତୀୟ ମହିଳା ଦିବସ ସପ୍ତାହ ପାଳନ ଅବସରରେ ଏକ ଦିନିକିଆ ପ୍ରଶିକ୍ଷଣ କାର୍ଯକ୍ରମ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ…