ଲେମଧର ସେବାଶ୍ରମର ବାର୍ଷିକୋତ୍ସବ: ମେଧାବୀ ଛାତ୍ରୀ ପ୍ରୀତି ରଣା ସମ୍ବର୍ଦ୍ଧିତ
ବିଜେପୁର :-ବରଗଡ଼ ଜିଲ୍ଲା ବିଜେପୁର ବ୍ଲକ ଜାରିଂ କ୍ଲଷ୍ଟର ଅନ୍ତର୍ଗତ ଲେମଧର ସେବାଶ୍ରମ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ଅଶୋକ କୁମାର ସ୍ଵାଇଁଙ୍କ ଅଧ୍ୟକ୍ଷତାରେ ଅବସରପ୍ରାପ୍ତ ଶିକ୍ଷକ ନଵ କିଶୋର ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦଘାଟନ…