ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ

• ବରିଷ୍ଠ ନାଗରିକଙ୍କ ପାଇଁ ଦେୟମୁକ୍ତ ସ୍ବତନ୍ତ୍ର ସହାୟତା ନମ୍ବର- ୧୪୫୬୭ ଘୋଷଣା • ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦିବ୍ୟାଙ୍ଗଜନଙ୍କ କଲ୍ୟାଣ ପାଇଁ ବିବିଧ ପଦକ୍ଷେପ ଗ୍ରହଣ କରିବ: ମନ୍ତ୍ରୀ ଭୁବନେଶ୍ବର, ୩ ଡିସେମ୍ବର ୨୦୨୪: ଆଜି ଭୁବନେଶ୍ବରସ୍ଥିତ…

ତ୍ରିଦିବସୀୟ ବିଶ୍ଵ ଭିନ୍ନକ୍ଷମ ଦିବସ ସମାରୋହରେ ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମ

ଭୁବନେଶ୍ୱର: ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ, ଓଡ଼ିଶା ସରକାରଙ୍କ ଦ୍ଵାରା ପାଳନ କରାଯାଇଥିବା ବିଶ୍ଵ ଭିନ୍ନକ୍ଷମ ଦିବସ ସମାରୋହ ଅତ୍ୟନ୍ତ ଆନନ୍ଦ ଓ ଉତ୍ସାହର ସହିତ ପାଳିତ ହୋଇ ଆଜି ଉଦଯାପିତ ହୋଇଅଛି । ତିନି ଦିନ ବ୍ୟାପୀ ଏହି ସମାରୋହର ପ୍ରଥମ ଦିବସରେ…

ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ପାଳିତ।

ପଦ୍ମପୁର :- ରାଜବୋଡ଼ାସମ୍ବର ବ୍ଲକ ପଦମପୁର ବିଇଓ ଅଫିସ୍ ଆନୁକୁଲ୍ୟରେ ଆନ୍ତର୍ଜାତିକ ଭିନ୍ନକ୍ଷମ ଦିବସ ୨୦୨୪ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷାଅଧିକାରୀ ଶ୍ରୀ ଲୋକନାଥ ଭୋଇଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ବି .ଡି .ଓ . ଶ୍ରୀ ଦେବାଶିଷ ସିହ୍ନା ମୁଖ୍ୟଅତିଥି ଭାବରେ ଯୋଗଦାନ କରିଥିବାବେଳେ…

ଯୁବା ସଙ୍ଗମ କାର୍ଯ୍ୟକ୍ରମ ଅଧୀନରେ ମହାରାଷ୍ଟ୍ର ଯୁବ ପ୍ରତିନିଧି ଦଳ ରାଜ୍ୟପାଳଙ୍କୁ ଭେଟିଲେ ।

ବିକଶିତ ଭାରତ ଗଠନରେ ଯୁବ ଶକ୍ତିଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି – ରାଜ୍ୟପାଳ ଭୁବନେଶ୍ୱର, ତା ୦୨.୧୨.୨୦୨୪- ଭାରତ ଏକ ଯୁବ ରାଷ୍ଟ୍ର । ଯୁବ ଶକ୍ତି ହେଉଛି ରାଷ୍ଟ୍ରର ଶକ୍ତି । ବିବିଧତାରେ ଏକତା ରାଷ୍ଟ୍ରର ଶ୍ରେଷ୍ଠ ପରିଚୟ । ରାଜ୍ୟ ରାଜ୍ୟ ମଧ୍ୟରେ ସଂପର୍କ ଯେତେ ବୃଦ୍ଧି ପାଇବ ଏବଂ…

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ଭିନ୍ନକ୍ଷମ ଦିବସ ପାଳନ

ନବରଙ୍ଗପୁର, ୩/୧୨/୨୦୨୪, ଅଶୋକ ସାହୁ, ଶାସକ ପ୍ରଶାସକ,ଭିନ୍ନକ୍ଷମ ଦିବସ ଅବସରରେ ଜିଲ୍ଲା ଆଈନ ସେବା ପ୍ରାଧିକରଣ, ନବରଙ୍ଗପୁର ତରଫରୁ ନବରଙ୍ଗପୁର ଜିଲ୍ଲା ଅନ୍ତର୍ଗତ ଆଶାକିରଣ (ମାନସିକ ଅନଗ୍ରସର ପିଲାଙ୍କ ନିମନ୍ତେ ଶିକ୍ଷା ଓ ବୈଷୟିକ ତାଲିମ କେନ୍ଦ୍ର) ପରିସରରେ ଭିନ୍ନକ୍ଷମ ଛାତ୍ରଛାତ୍ରୀ…

ଆନ୍ତର୍ଜାତିକ ଧାନ ଗବେଷଣା ଅନୁଷ୍ଠାନ ଓ କୃଷି ଓ କୃଷକ ସଶକ୍ତକରଣ ବିଭାଗର ସହଭାଗିତାରେ ବିଜ୍ଞାନ ଭିତ୍ତିକ ଧାନ ଗବେଷଣା…

ଆନ୍ତର୍ଜାତିକ ଧାନ ଗବେଷଣା ଅନୁଷ୍ଠାନର ଗବେଷଣା ଶାଖା ଖୋଲିବାକୁ ରାଜ୍ୟ ସରକାରଙ୍କ ତରଫରୁ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦିଆଯିବ : ଊପମୁଖ୍ୟମନ୍ତ୍ରୀ କେ ଭି ସିଂହଦେଓ ଭୂବନେଶ୍ବର: ୦୨/ ୧୨/୨୦୨୪: ଆଜି କୃଷି ଭବନ ପ୍ରେକ୍ଷାଳୟରେ ମାନ୍ୟବର ଉପ ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ…

“ଭିନ୍ନକ୍ଷମଙ୍କ ପାଇଁ ଏକ ଅନ୍ତର୍ଭୁକ୍ତ ଏବଂ ସ୍ଥାୟୀ ଭବିଷ୍ୟତ ଗଠନ” ବିଷୟ ବସ୍ତୁ ଉପରେ ଏକ ରାଜ୍ୟସ୍ତରୀୟ ଆଲୋଚନାଚକ୍ର

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ତରଫରୁ “ଭିନ୍ନକ୍ଷମଙ୍କ ପାଇଁ ଏକ ଅନ୍ତର୍ଭୁକ୍ତ ଏବଂ ସ୍ଥାୟୀ ଭବିଷ୍ୟତ ଗଠନ” ବିଷୟ ବସ୍ତୁ ଉପରେ ଏକ ରାଜ୍ୟସ୍ତରୀୟ ଆଲୋଚନାଚକ୍ର ତା.୦୨.୧୨.୨୦୨୪ ରିଖରେ ଆୟୋଜନ କରାଯାଇଥିଲା । ସାମାଜିକ, ଅର୍ଥନୈତିକ ଏବଂ ରାଜନୈତିକ ନ୍ୟାୟ ସୁନିଶ୍ଚିତ…

ରାଜସ୍ବ ବିଭାଗ ତରଫରୁ ହିତାଧିକାରୀଙ୍କୁ ଜଙ୍ଗଲ ଜମି ପଟ୍ଟା ବଣ୍ଟନ

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ ) ତା ୦୨/୧୨/୨୪ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ତହସିଲ ଅନ୍ତର୍ଗତ ଘୋଡାଖୁନ୍ଟା ଓ ଜୁନାପାଣି ସର୍କେଲ ର ୭୧ ଜଣ ହିତାଧିକାରୀଙ୍କୁ ଆଜି ଡାବୁଗାଁ ରାଜସ୍ବ ବିଭାଗ ତରଫରୁ ଜଙ୍ଗଲ ଜମି ପଟ୍ଟା ବଣ୍ଟନ କରାଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଡାବୁଗାଁ…

ଧାନକିଣା ନିମନ୍ତେ ସଚେତନତା ବ୍ୟାପକ ସଚେତନତା ସୃଷ୍ଟି: ପଞ୍ଚାୟତ ସ୍ତରରେ ନିୟୋଜିତ ସାଂସ୍କୃତିକ ଦଳ

ଭୁବନେଶ୍ବର, ୦୨/୧୨/୨୦୨୪: ଚଳିତ ଖରିଫ ଋତୁରେ ଧାନ ବିକ୍ରୟ ନିମନ୍ତେ ଚାଷୀମାନଙ୍କ ମଧ୍ୟରେ ବ୍ୟାପକ ସଚେତନତା ସୃଷ୍ଟି ପାଇଁ ସରକାର ସମସ୍ତ ପଦକ୍ଷେପ ଗ୍ରହଣ କରିଛନ୍ତି । ଚାଷୀ ମାନେ ପଞ୍ଜିକରଣ ଠାରୁ ଆରମ୍ଭ କରି ଟୋକନ ପାଇବା, ଧାନର ମାନ ଓ ଧାନ ବିକ୍ରୟ, ସର୍ବନିମ୍ନ ସାଧାରଣ ମୂଲ୍ୟ ପାଇବା…

ସମସ୍ତ ବିଦ୍ୟାଳୟ, ମହାବିଦ୍ୟାଳୟ ଏବଂ ବିଶ୍ଵବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ଭିନ୍ନକ୍ଷମମାନଙ୍କ ସମ୍ମାନରକ୍ଷା ଓ…

 ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ଉପଲକ୍ଷେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗଙ୍କ ପରାମର୍ଶକ୍ରମେ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ପକ୍ଷରୁ ସମସ୍ତ ବିଦ୍ୟାଳୟ, ମହାବିଦ୍ୟାଳୟ ଏବଂ ବିଶ୍ଵବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କୁ ଭିନ୍ନକ୍ଷମମାନଙ୍କ…