ବୈଷୟିକ ଜ୍ଞାନକୌଶଳକୁ ଉପଯୋଗ କରି ନିର୍ମାଣ ସ୍ଥାୟିତ୍ୱ ବୃଦ୍ଧି ପାଇଁ ଇଂଜିନିୟରମାନେ କାର୍ଯ୍ୟ କରନ୍ତୁ:ମନ୍ତ୍ରୀ…

ସେବାନିଯୁକ୍ତ ଯନ୍ତ୍ରୀମାନଙ୍କ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ଭୁବନେଶ୍ୱର,୦୨/୧୨/୨୦୨୪: ବର୍ତ୍ତମାନର ଯୁଗ ହେଉଛି ଟେକ୍‌ନୋଲୋଜିର ଯୁଗ । ଟେକ୍‌ନୋଲୋଜିକୁ ବ୍ୟବହାର କରି ବହୁ ଅସାଧ୍ୟ କାର୍ଯ୍ୟକୁ ସହଜ ଓ ସରଳ ଢଙ୍ଗରେ ସମ୍ପୂର୍ଣ୍ଣ କରିହେଉଛି । ଇଂଜିନିୟରମାନେ ହେଉଛନ୍ତି ଆଧୁନିକ ଯୁଗର…

କୋଣାର୍କ ଉତ୍ସବର ଦିତୀୟ ଦିନ

କୋଣାର୍କ :କୋଣାର୍କ ଉତ୍ସବର ଆଜି ଦିତୀୟ ଦିନରେ କୋଣାର୍କ ଏବଂ ତାର ପରିପାର୍ଶ୍ଵ ଏକ ଲାସ୍ୟମୟୀନାୟିକା ଭାବର ସଜେଇ ହୋଇଛି । ରୂପ ,ରସ, ଛନ୍ଦରେ ସେ ସ୍ଵାଗତ କରୁଛି ତାର ଅତିଥିବୃନ୍ଦଙ୍କୁ, ପ୍ରିୟ ଦର୍ଶକଗଣଙ୍କୁ । ଆଜି ମଣିପୁରୀ ଏବଂ ଓଡିଶୀ ନୃତ୍ୟରେ ସେ ଆଭୂଷିତା ହୋଇଛି । ଆଜି ସେ ଏକ…

ରାୟଗଡ ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲାପାଳ, ରାୟଗଡଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ l

ରାୟଗଡ : ତା ୦୨/୧୨/୨୦୨୪ ଆଜି ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ରାୟଗଡ ଜିଲ୍ଲା ସଦର ମହକୁମାସ୍ଥିତ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀଙ୍କ ଅଧ୍ୟକ୍ଷତlରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ,ଆରକ୍ଷୀ…

ବିଶ୍ଵ ଏଡସ୍ ଦିବସ ପାଳିତ

ପଦ୍ମପୁର :- ପୁରେନା ପଞ୍ଚାୟତ ଉଚ୍ଚବିଦ୍ୟାଳୟ ପରିସର ମଧ୍ୟରେ ବିଶ୍ଵ ଏଡସ୍ ଦିବସ ପାଳିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ଶ୍ରୀ ରେଣୁଧର ସାହୁଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ସଭାରେ କମୁନିଟୀ ସ୍ଵାସ୍ଥ୍ୟ ଅଧିକାରୀ ଶ୍ରୀ ଦୀପକ ସାହୁ ଯୋଗଦେଇ ଏଡସ୍ ରୋଗର କାରଣ ଓ ନିରାକରଣ ଉପରେ ବକ୍ତବ୍ୟ ରଖିଥିଲେ।…

ନବରଙ୍ଗପୁର ଠାରେ ଜିଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ନବରଙ୍ଗପୁର :ଅଶୋକ ସାହୁ, ଶାସକ ପ୍ରଶାସକ.: ଜିଲ୍ଲା ପରିଷଦ ସମ୍ମିଳନୀ ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡା ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧୀକ୍ଷକ ଶ୍ରୀ ମିହିର କୁମାର ପଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ସି ଡି ଓ ,ଜିଲ୍ଲା ପରିଷଦ ଶ୍ରୀ…

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ…

ବଡମ୍ବା ବ୍ଲକ ଅଧ୍ୟକ୍ଷ ରଘୁପତି ମହାନ୍ତିଙ୍କ ବିଜେପିରେ ଯୋଗଦାନ

 ମାଣିଆବନ୍ଧ ୩୧ନଂ.ଜୋନ୍ ଜିଲା ପରିଷଦ ସଭ୍ୟ ନୟନା ସାହୁଙ୍କ ସମେତ ବଡମ୍ବା ବ୍ଲକରୁ ୨୪ ଜଣ ସମିତି ସଭ୍ୟ, ୧୧ ଜଣ ସରପଂଚ ଏବଂ ନରସିଂହପୁର ବ୍ଲକର ୯ ଜଣ ସରପଂଚ ବିଜେଡି ଛାଡ଼ି ବିଜେପିରେ ସାମିଲ  ବଡ଼ମ୍ବା ବ୍ଲକ ଯୁବ ବିଜେଡି ସଭାପତି ଆଲୋକ ସାହୁ ବିଜେପିରେ ଯୋଗଦେଲେ…

ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଦେଶ ତଥା ବିଦେଶରେ ନୂତନ ଅଧ୍ୟାୟ ସୃଷ୍ଟି କରିଛି ସମ୍ ହସ୍ପିଟାଲ : ସ୍ୱାସ୍ଥ୍ୟ ମନ୍ତ୍ରୀ…

ଭୁବନେଶ୍ୱର, ଡିସେମ୍ବର ୨: ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଘରୋଇ ଡାକ୍ତରଖାନା ମଧ୍ୟରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନସେସ୍ ଆଣ୍ଡ ସମ୍ ହସ୍ପିଟାଲ ଓ ସମ୍ ଅଲ୍ଟିମେଟ୍ ମେଡିକେୟାର (ସମ୍ମମ୍‌) ଦେଶ ସମେତ ବିଦେଶରେ ମଧ୍ୟ ନୂଆ ଅଧ୍ୟାୟ ସୃଷ୍ଟି…

ସୋଆ ‘ପ୍ରାଚୀନ’ ପକ୍ଷରୁ ପ୍ରକାଶିତ ଦୁଇଟି ପୁସ୍ତକ ଉତ୍ସର୍ଗୀକୃତ

ଭୁବନେଶ୍ୱର, ୨ ଡିସେମ୍ବର : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଭାଷା, ସଂସ୍କୃତି ଓ ଐତିହ୍ୟ କେନ୍ଦ୍ର ‘ପ୍ରାଚୀନ’ ଆନୁକୂଲ୍ୟରେ ପ୍ରକାଶିତ ଦୁଇଟି ପୁସ୍ତକ ‘ଯୁଗଭଞ୍ଜଙ୍କ ଦଶପୋଈ’ ଓ ‘ପ୍ରାଚୀନ ଓଡିଆ ଅଭିଲେଖ’ ଓଡିଆ ଜାତି ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ କରାଯାଇଛି । ଏହି ଦୁଇଟି ପୁସ୍ତକକୁ…

କିଟରେ ଅନ୍ତର୍ଜାତୀୟ ବିଶ୍ୱବିଦ୍ୟାଳୟ ବାଇଲାଟେରାଲ୍‍ କ୍ରିକେଟ ଶୃଙ୍ଖଳା ଉଦ୍‍ଘାଟିତ

ପ୍ରଥମ ଟି-୨୦ରେ ଅଷ୍ଟ୍ରେଲିଆ ୫ ରନରେ ବିଜୟୀ ଭୁବନେଶ୍ୱର,୨ । ୧୨: କିଟ୍‍ କ୍ରିକେଟ୍‍ ଷ୍ଟାଡିୟମରେ ଅନ୍ତର୍ଜାତୀୟ ବିଶ୍ୱବିଦ୍ୟାଳୟ ବାଇଲାଟେରାଲ୍‍ କ୍ରିକେଟ୍‍ ଶୃଙ୍ଖଳା ଆଜି ଉଦ୍‍ଘାଟିତ ହୋଇଯାଇଛି । ଭାରତୀୟ ବିଶ୍ୱବିଦ୍ୟାଳୟ ସଂଘ, କିଟ୍‍ ବିଶ୍ୱବିଦ୍ୟାଳୟ ଓ ଓଡ଼ିଶା କ୍ରିକେଟ ଆସୋସିଏସନ୍‍…