ଶିକ୍ଷକ ପ୍ରଶିକ୍ଷଣ କର୍ମଶାଳା ” ପ୍ରେରଣା ” ଉଦଯାପିତ
ବାଣପୁର :(ସେକ କୌସର):ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଓଡ଼ିଶା ନିର୍ଦ୍ଦେଶକ୍ରମେ ତଥା ଖୋର୍ଦ୍ଧା ଜିଲ୍ଲା ସମଗ୍ର ଶିକ୍ଷା ସହାୟତାରେ ବ୍ଳକ୍ ଶିକ୍ଷା ଅଧିକାରୀଙ୍କ ଆନୁକୂଲ୍ୟରେ ସରକାରୀ ଉଚ୍ଚ ବିଦ୍ୟାଳୟ -୧ ବାଣପୁର ଠାରେ ପାଞ୍ଚ ଦିନିଆ ନବ ନିଯୁକ୍ତ ପ୍ରାଥମିକ ଶିକ୍ଷକ ପ୍ରଶିକ୍ଷଣ କର୍ମଶାଳା…