ଜିଲ୍ଲା ସ୍ତରୀୟ ସଂଗୀତ ପ୍ରତିଯୋଗିତା କାର୍ଯ୍ୟକ୍ରମ ଷ୍ଟାର ଅଫ୍ ନୟାଗଡ଼ର ସେମିଫାଇନାଲ
ନୟାଗଡ଼(ବିଶ୍ୱଜିତ ନାୟକ) :- ଜିଲ୍ଲା ସ୍ତରୀୟ ସଂଗୀତ ପ୍ରତିଯୋଗିତା କାର୍ଯ୍ୟକ୍ରମ ଷ୍ଟାର ଅଫ୍ ନୟାଗଡ଼ର ସେମିଫାଇନାଲ ସ୍ଥାନୀୟ ସତ୍ୟମ କମ୍ପ୍ୟୁଟର ପରିସରରେ ଅନୁଷ୍ଠିତ ହୋଇଯାଇଛି। ନୟାଗଡ଼ର ବିଭିନ୍ନ ବ୍ଲକରୁ ଚୟନ ହୋଇ ଆସିଥିବା ୨୦ ଜଣ ପ୍ରତିଯୋଗୀଙ୍କୁ ନେଇ ସେମିଫାଇନାଲ ପ୍ରତିଯୋଗୀତା…