ନୂଆଦିଲ୍ଲୀରେ ଅନୁଷ୍ଠିତ ଅକ୍ଷୟ ଶକ୍ତି ରାଉଣ୍ଡ ଟେବୁଲ ବୈଠକରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କେ ଭି ସିଂହଦେଓଙ୍କ ଯୋଗଦାନ

ଓଡ଼ିଶାର ଅକ୍ଷୟ ଶକ୍ତି କ୍ଷେତ୍ରରେ ପୁଞ୍ଜି ବିନିଯୋଗ ପାଇଁ ନିବେଶକଙ୍କୁ ଦେଲେ ପରାମର୍ଶ ସବୁଜ ବିଦ୍ୟୁତ ଉତ୍ପାଦନ ଲାଗି ଓଡ଼ିଶା ପ୍ରତିଶ୍ରୁତିବଦ୍ଧ ଭୁବନେଶ୍ୱର : ୨୩.୧୧.୨୦୨୪: ଗତକାଲି ନୂଆଦିଲ୍ଲୀରେ ହୋଇଥିବା ଅକ୍ଷୟ ଶକ୍ତି ରାଉଣ୍ଡ ଟେବୁଲ ବୈଠକରେ ଓଡ଼ିଶାର…

କିସ୍‍ ବିଶ୍ୱବିଦ୍ୟାଳୟର ୪ର୍ଥ ସମାବର୍ତ୍ତନ: ଛାତ୍ରଛାତ୍ରୀଙ୍କୁ ସଫଳତାର ମନ୍ତ୍ର ଦେଲେ ଅତିଥି

ଭୁବନେଶ୍ୱର, ୨୩ ।୧୧: ସର୍ବବୃହତ ଜନଜାତି ବିଶ୍ୱବିଦ୍ୟାଳୟ କିସ୍‍ର ୪ର୍ଥ ସମାବର୍ତ୍ତନ ସମାରୋହ ଶନିବାର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ହରିକୃଷ୍ଣ ଏକ୍‍ସପୋର୍ଟସ ପ୍ରାଇଭେଟ୍‍ ଲିମିଟେଡର ପ୍ରତିଷ୍ଠାତା ଅଧ୍ୟକ୍ଷ ତଥା ବିଶିଷ୍ଟ ଶିଳ୍ପପତି ଓ ସମାଜସେବୀ ପଦ୍ମଶ୍ରୀ ସାବଜୀ ଢ଼ୋଲକିଆ, ଡ.…

ପଦ୍ମଶ୍ରୀ ଗଣେଷ ଦେବୀ ଦେବେ ରବି ରାୟ ସ୍ମାରକୀ ବକ୍ତୃତା

ଭୁବନେଶ୍ୱର (୨୩/୧୧) : ଦେଶର ବିଶିଷ୍ଟ ଭାଷା ବିଜ୍ଞାନୀ ତଥା ସାହିତ୍ୟ ସମାଲୋଚକ ଓ ଚିନ୍ତାନାୟକ ପଦ୍ମଶ୍ରୀ ଗଣେଶ ଦେବୀ ରବି ରାୟ ସ୍ମୃତି କମିଟି ଓ ଲୋହିଆ ଏକାଡେମୀ ପକ୍ଷରୁ ଭୁବନେଶ୍ୱର ଗୀତଗୋବିନ୍ଦ ସଦନ ଠାରେ ଆଗାମୀ ନଭେମ୍ବର ୨୫ ତାରିଖ ସୋମବାର ସନ୍ଧ୍ୟାରେ ଲୋକସଭାର ପୂର୍ବତନ ବାଚସ୍ପତି…

ଜଙ୍ଗଲ ପରିବେଶ ଓ ଶ୍ରମ ମନ୍ତ୍ରୀଙ୍କ ବଡ଼ବିଲ ଗସ୍ତ – ପ୍ରଦୂଷଣ ଓ ସ୍ଥାନୀୟ ନିଯୁକ୍ତି ନେଇ ସମୀକ୍ଷା

ବଡବିଲ (ଶାସକ ପ୍ରଶାସକ) ଜଙ୍ଗଲ, ପରିବେଶ ତଥା ଶ୍ରମ କର୍ମଚାରୀ ରାଜ୍ୟ ବିଭାଗର ମନ୍ତ୍ରୀ ଶ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ଦିନିକିଆ କେନ୍ଦୁଝର ଜିଲ୍ଲା ଗସ୍ତରେ ଆସିଥିବାବେଳେ ବଡବିଲ ସ୍ଥିତ ରାଜ୍ୟ ଖଣି ନିଗମର ଅତିଥି ଭବନରେ ଏକ ସମୀକ୍ଷା ବୈଠକରେ ଯୋଗ ଦେଇଥିଲେ । ଏହି ବୈଠକ ରେ ସେ ବିଭିନ୍ନ…

ଜିଲା ସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ

ଜଗତସିଂହପୁର ୨୨/୧୧/୨୦୨୪ ସୁମନ୍ତ କୁମାର ଦାସ: ଜଗତସିଂହପୁର ଜିଲ୍ଲାରେ ଖରିଫ‌ ବର୍ଷ ୨୦୨୪ -୨୫ ପାଇଁ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଆଜି ଅପରାହ୍ନ ରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଜେ ସୋନାଲ ଙ୍କ…

ଉଢୁରାରେ ଷଷ୍ଠ ମାସିକ କ୍ଲଷ୍ଟର୍ ସ୍ତରୀୟ ବୈଠକ

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବ୍ଳକ୍ ଉଢୁରା କ୍ଲଷ୍ଟର୍ ରେ ଷଷ୍ଠ ମାସିକ କ୍ଲଷ୍ଟର୍ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି I କ୍ଳଷ୍ଟର୍ ସିଆରସିସି ରମେଶ କୁମାର ପାଣିଗ୍ରାହିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରତିଭା କୁମାରୀ ରଥ,…

ପୁରୁଷ ବନ୍ଧ୍ୟାକରଣ ପକ୍ଷ ପାଳନ-୨୦୨୪

ଜଗତସିଂହପୁର,ତା-୨୨.୧୧.୨୦୨୪/ସୁମନ୍ତ କୁମାର ଦାସ: ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସଭାଗୃହଠାରେ ପୁରୁଷ ବନ୍ଧ୍ୟାକରଣ ପକ୍ଷ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ରଘୁନାଥ ନାୟକଙ୍କ ଅଧକ୍ଷତାରେ ପାଳିତ ହୋଇଯାଇଛି । ପ୍ରତିବର୍ଷ ନଭେମ୍ବର ମାସ ୨୧ ତାରିଖରୁ ଡିସେମ୍ବର ୪…

ଜିଲ୍ଲା ସ୍ତରୀୟ ବିଶ୍ଵ ମତ୍ସ୍ୟ ଦିବସ ୨୦୨୪ ପାଳିତ

ଜଗତସିଂହପୁର,ତା-୨୨.୧୧.୨୦୨୪/ସୁମନ୍ତ କୁମାର ଦାସ: ଆଜି ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭା ଗୃହରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ଆନୁକୂଲ୍ୟରେ ବିଶ୍ଵ ମତ୍ସ୍ୟ ଦିବସ ପାଳିତ ହୋଇଯାଇଛି। ଏହି ସଭାରେ ଅଧ୍ୟକ୍ଷତା କରି ଜିଲ୍ଲା ମତ୍ସ୍ୟ ଅଧିକାରିଣୀ ସୁଶ୍ରୀ ରେଶମା ରାଣୀ…

ପ୍ରଥମ ପଦ୍ମପୁର ପ୍ରିମିୟର ଲିଗ ଉଦଘାଟିତ ।

ପଦ୍ମପୁର- ପଦ୍ମପୁର ସ୍ଥାନୀୟ ରାଜବୋଡାସମ୍ବର ଉଚ୍ଚ ବିଦ୍ୟାଳୟ ଖେଳ ପଡିଆ ଠାରେ ପ୍ରଥମ ପଦ୍ମପୁର ପ୍ରିମିୟର ଲିଗ ଉଦଘାଟିତ ହୋଇଯାଇଛି। ଟାଉନ କ୍ଳବ ପଦ୍ମପୁର ତରଫରୁ ଆୟୋଜିତ ଏହି ଟୁର୍ଣ୍ଣାମେଣ୍ଟ ରେ ରେ ମୋଟ ଆଠ ଗୋଟି ଦଳ ମଧ୍ଯରେ ଖେଳା ହେବ ଏବଂ ଏହି ପ୍ରିମିୟର ଲିଗ ତିନି ଦିନ ଧରି ଚାଲିବ।…

ଭାଲୁପାଲି ଠାରେ କ୍ଳଷ୍ଟର ସ୍ତରୀୟ ବୈଠକ

 ବିଜେପୁର /ସୁଶାନ୍ତ ସାହୁ ବିଜେପୁର ବ୍ଲକ ଵାନ୍ଦୁପାଲି କ୍ଲଷ୍ଟରର ଭାଲୁପାଲି ସ୍କୁଲରେ ଷଷ୍ଠ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଗୋଷ୍ଠୀ ଶିକ୍ଷା ଅଧିକାରୀ ନାରାୟଣ ଭୁଏ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ…