ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ପାଳିତ

ରାୟଗଡ଼ :  ମଙ୍ଗଳବାର ରେଳବାଇ ପଡ଼ିଆରେ ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଉଦ୍‌ଘାଟିତ ହୋଇଯାଇଛି। ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ଶ୍ରୀଯୁକ୍ତ କାଡ୍ରlକା ଅlପଲସ୍ୱାମି,ମାନ୍ୟବର ବିଧାୟକ ରାୟଗଡ, ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମେଳାକୁ…

ରାୟଗଡା ଜିଲ୍ଳାରେ ଡିସେମ୍ବର ୧୭ରୁ ଆରମ୍ଭ ହେବ ଧାନ ମଣ୍ଡି

ରାୟଗଡା/୧୯/୧୧/୨୪ : ଆସନ୍ତା ଡିସେମ୍ବର ମାସ ୧୭ ତାରିଖରୁ ରାୟଗଡା ଜିଲ୍ଳାରେ ଖୋଲିବ ଧାନ ମଣ୍ଡି । ଏ ନେଇ ଆଜି ଜିଲ୍ଳାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକରେ ନିଷ୍ପତି ଗ୍ରହଣ କରାଯାଇଛି । ରାୟଗଡ ଜିଲ୍ଳାପାଳ ଶ୍ରୀମତୀ ପାରୁଲ ପଟାୱରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ମାନ୍ୟବର ରାୟଗଡ…

ବ୍ଲକସ୍ତରୀୟ ବିଜ୍ଞାନ ମେଳା , ୧୦୫ ପ୍ରକଳ୍ପ ପ୍ରଦର୍ଶିତ

ଚନ୍ଦାହାଣ୍ଡି ତ୍ରିଲୋଚନ ବେଶ୍ରା : ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକ ଅଧିନସ୍ଥ ମା‘ ଖମ୍ବେଶ୍ବରୀ ଉଚ୍ଚ ବିଦ୍ୟାଳୟ, ଖଇରଭାଡି ଠାରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ସୁମିତ୍ରା ପୂଜାରୀ ଯୋଗ ଦେଇ ସମସ୍ତ…

ଷଷ୍ଠ ମିରାକେଲ ଷ୍ଟାର୍ ନାଇଟ ଆୟୋଜିତ

 https://youtu.be/ilLKrY8dhwQ ପାରଳାଖେମୁଣ୍ଡି /ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ର ଅଗ୍ରଣୀ ଆଧୁନିକ ନୃତ୍ୟ ଅନୁଷ୍ଠାନ ମିରାକେଲ ଡ୍ୟାନ୍ସ ଷ୍ଟୁଡିଓ ପକ୍ଷରୁ ସ୍ଥାନୀୟ ଗୁଣ୍ଡିଚା ପଡିଆ ଠାରେ ମିରାକେଲ ନାଇଟ୍ ଆଧୁନିକ ନୃତ୍ୟ କାର୍ଯ୍ୟକ୍ରମ ଆୟୋଜିତ…

ଢେଙ୍କାନାଳ ଜିଲ୍ଲା ପ୍ରଶାସନ ଓ ଟାଟା ଷ୍ଚିଲ ମେରାମଣ୍ଡଳୀ ଦ୍ବାରା ୨୦୨୫ ଜାନୁଆରି ୧୧ରେ କପିଳାସ ଅଭୟାରଣ୍ୟ ନିକଟରେ…

୪୦୦୦ ଦୌଡ଼ ପ୍ରେମୀ ଅଂଶଗ୍ରହଣ କରିବେ, ୩୦ଜଣ ବିଜେତାଙ୍କ ପାଇଁ ୯.୬୪ ଲକ୍ଷ ଟଙ୍କାର ପୁରସ୍କାର ହାଫ ମାରାଥନ ରୁଟ୍‌କୁ ବିଶ୍ୱସ୍ତରୀୟ ସଂଗଠନ ଆସୋସିଏସନ ଅଫ୍ ଇଂଟରନ୍ୟାସନାଲ୍ ମାରାଥନ୍‌ସ ଆଣ୍ଡ ଡିଷ୍ଟାନ୍ସ ରେସେସ୍ (ଏମ୍‌ସ) ପକ୍ଷରୁ ସାର୍ଟିଫାଏଡ…

ନିର୍ଦ୍ଧାରିତ ସମୟରେ ପ୍ରକଳ୍ପଗୁଡିକୁ ଶେଷ କରିବା ଆମର ପ୍ରାଥମିକତା: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

ନିମାପଡା /ଭୁବନେଶ୍ୱର: ଆଜି ନିମାପଡା ବ୍ଲକ କନଫରେନ୍ସ ହଲରେ ନିର୍ବାଚନ ମଣ୍ଡଳୀ ସ୍ତରୀୟ ଉନ୍ନୟନ କମିଟିର ତ୍ରୈମାସିକ ସମୀକ୍ଷା ବୈଠକ ଆୟୋଜିତ ହୋଇଯାଇଛି। ଏହି ସମୀକ୍ଷା ବୈଠକରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଯୋଗ ଦେଇ ବିଭିନ୍ନ ବିଭାଗ ଅଧୀନରେ କାର୍ଯ୍ୟକାରୀ ହେଉଥିବା…

ଡବଲ ଇଂଜିନ ସରକାର ବାଲିଯାତ୍ରାକୁ ଜାତୀୟ ଉତ୍ସବ ମାନ୍ୟତା ଦିଅନ୍ତୁ: ବିଜେଡି

 ବାଲିଯାତ୍ରା ଆୟୋଜନରେ ତ୍ରୁଟି ସରକାରଙ୍କ ଅପାରଗତାକୁ ପଦାରେ ପକାଉଛି  ମୁଖ୍ୟମନ୍ତ୍ରୀଙ୍କୁ ଉପଯୁକ୍ତ ସମ୍ମାନ ନଦେବା ଏକ ବିଡ଼ମ୍ବନା  ବିଦ୍ୟୁତ ଆଘାତରେ ଜଣେ ଯୁବକଙ୍କ ମୃତ୍ୟୁ, ଯାତ୍ରାରେ ଲୋକଙ୍କ ସୁରକ୍ଷାକୁ ନେଇ ପ୍ରଶ୍ନ ଉଠିଛି ଭୁବନେଶ୍ୱର : ଏବର୍ଷର…

ସୋଆ ଉପସଭାପତି ଶାଶ୍ୱତୀ ଦାସଙ୍କୁ ‘ଫେମିନା ଆଚିଭର୍ସ ଇଷ୍ଟ-୨୦୨୪’ ସମ୍ମାନ ପ୍ରଦାନ

ଭୁବନେଶ୍ୱର, ନଭେମ୍ବର ୧୯: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଉପସଭାପତି ଶ୍ରୀମତି ଶାଶ୍ୱତୀ ଦାସ ଙ୍କୁ ‘ଫେମିନା ଆଚିଭର୍ସ ଇଷ୍ଟ -୨୦୨୪’ ସମ୍ମାନରେ ସମ୍ମାନୀତ କରାଯାଇଛି । ଦେଶର ଅଗ୍ରଣୀ ଇଂରାଜୀ ମହିଳା ପତ୍ରିକା ଫେମିନା ପକ୍ଷରୁ ଶ୍ରୀମତି ଦାସ ଙ୍କୁ ‘ଏକ୍ସଲେନ୍ସ ଇନ୍ ଇନ୍‌ସ୍ପିରେସ୍‌ନାଲ୍…

ରାଜ୍ୟ ଯୋଗାଣ ମନ୍ତ୍ରୀଙ୍କ ଇସ୍ତଫା ଦାବି କଲା ବିଜେଡି

ଆମ୍ବ ଟାକୁଆ ଜାଉ ଖାଇବା ଘଟଣାରେ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି  ରାଜ୍ୟରେ ପିଡ଼ିଏସ ବଣ୍ଟନ ବ୍ୟବସ୍ଥା ବିପର୍ଯ୍ୟସ୍ତ  ସାରା ଓଡିଶା ପାଇଁ ଲଜ୍ଜାଜନକ ଘଟଣା  ଆମ୍ବ ଟାକୁଆ ଆଦିବାସୀଙ୍କ ପାରମ୍ପରିକ ଖାଦ୍ୟ ବୋଲି ମନ୍ତ୍ରୀଙ୍କ ମନ୍ତବ୍ୟ ଗ୍ରହଣୀୟ ନୁହେଁ ଭୁବନେଶ୍ୱର,…

ପିସିସି ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର, ତା. ୧୯/୧୧ ରିଖ: ଆଜି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଶ୍ରୀମତୀ ଇନ୍ଦିରା ଗାନ୍ଧୀଙ୍କ ଜୟନ୍ତୀ ଉତ୍ସବ ଭୁବନେଶ୍ୱରସ୍ଥ କଂଗ୍ରେସ ଭବନ ଠାରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳେ ପିସିସି ପକ୍ଷରୁ କଂଗ୍ରେସ ଭବନ ପରିସରରେ ଥିବା…