ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ରାୟଗଡ ବ୍ଲକ ଅନ୍ତର୍ଗତ ସନତୁଣ୍ଡି ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶ…

ଭିଜିଲାନ୍ସ ପଞ୍ଜାରେ ଡାକ୍ତର , ଗର୍ଭବତୀ ମହିଳାଙ୍କୁ ଲାଞ୍ଚ ମାଗି ଧରାପଡିଲେ।

ଭବାନୀପାଟଣା:ରୋହିତ କୁମାର ନାଏକ (ଶାସକ ପ୍ରଶାସକ )କଳାହାଣ୍ଡି ଜିଲ୍ଳା ଭବାନୀପାଟଣା ଜିଲ୍ଳା ମୁଖ୍ୟ ଚିକିତ୍ସାଳୟ ର ଗାଇନିକ୍ ସ୍ପେଶାଳିଷ୍ଟ ଡାକ୍ତର ଅଶୋକ ଦାସ ଗର୍ଭବତୀ ମହିଳାଙ୍କ ଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ପଞ୍ଜାରେ। ମେଡିକାଲ ସମେତ ସରକାରୀ କ୍ୱାଟର ରେ…

ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ ଉପାଧ୍ୟକ୍ଷାଙ୍କ ବିରୁଦ୍ଧରେ ଅନାସ୍ଥା ଭୋଟ୍ ; ଅନାସ୍ଥା ସପକ୍ଷରେ ସମସ୍ତ ଭୋଟ୍

ବେଲଗୁଣ୍ଠା-(ଶିବରାମ ଚୌଧୁରୀ )-ଗତ ୬ ତାରିଖରେ ବେଲଗୁଣ୍ଠା ଏନ୍‌.ଏ.ସିର ଉପାଧ୍ୟକ୍ଷା ଟି.ବବିତା କୁମାରୀଙ୍କ ବିରୋଧରେ ବିଭିନ୍ନ ଅଭିଯୋଗ ଆଣି ଏନ୍‌ଏସିର ୧୧ ଜଣ କାଉନସିଲର ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କୁ ଭେଟି ଅନାସ୍ଥା ପ୍ରସ୍ତାବ ଆଣିଥିବା ବେଳେ ଆଜି ଜିଲ୍ଳାପାଳଙ୍କ…

ଭଞ୍ଜନଗର ଉପ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଯୁଗ୍ମ ଅଭିଯୋଗ ଶୁଣାଣୀ

ଭଞ୍ଜନଗର ରୁ { ଉଦୟନାଥ ପଣ୍ଡା }: ଭଞ୍ଜନଗର ଉପଖଣ୍ଡ ସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ଆଜି ନଭେମ୍ବର ମାସ ୧୮ ତାରିଖ ୨୦୨୪ ମାସର ତୃତୀୟ ସୋମବାର ଦିନ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଗଞ୍ଜାମ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରମୋଦ କୁମାର ପୃଷ୍ଟି,ଭଞ୍ଜନଗର…

ଅଚ୍ୟୁତ ସାମନ୍ତଙ୍କୁ ଏଫ୍‍ଆଇଭିବି ଗ୍ରାଣ୍ଡ କ୍ରସ୍‍ ସମ୍ମାନ

 ଭୁବନେଶ୍ୱର, ୧୭ ।୧୧: କିଟ୍‍ ଓ କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ଅନ୍ତର୍ଜାତୀୟ ଭଲିବଲ୍‍ ଫେଡେରେସନ୍‍ (ଏଫ୍‍ଆଇଭିବି)ର ସର୍ବୋଚ୍ଚ ସମ୍ମାନ ‘ଗ୍ରାଣ୍ଡ କ୍ରସ୍‍ ସମ୍ମାନ’ ପ୍ରଦାନ କରାଯାଇଛି । ନଭେମ୍ବର ୧୫ରୁ ୧୭ ତାରିଖ ପର୍ଯ୍ୟନ୍ତ ତିନିଦିନ ବ୍ୟାପୀ ପର୍ତ୍ତୁଗାଲର ପର୍ତ୍ତୋଠାରେ…

‘ସକାଳ’ ୪ର୍ଥ ସ୍ୱନକ୍ଷତ୍ର ଦିବସ ଉପଲକ୍ଷେ ନୟାଗଡ଼ ଜିଲ୍ଲାସ୍ତରୀୟ ବିତର୍କ ପ୍ରତିଯୋଗିତା

ନୟାଗଡ଼(ବିଶ୍ୱଜିତ ନାୟକ):- ଦୈନିକ ଖବରକାଗଜ ‘ସକାଳ’ ୪ର୍ଥ ସ୍ୱନକ୍ଷତ୍ର ଦିବସ ଉପଲକ୍ଷେ ନୟାଗଡ଼ ଜିଲ୍ଲାସ୍ତରୀୟ ବିତର୍କ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ନୟାଗଡ଼ ବ୍ଲକ ସଭାଗୃହରେ ଅନୁଷ୍ଠିତ ଏହି ପ୍ରତିଯୋଗିତାରେ ବରିଷ୍ଠ ଓ କନିଷ୍ଠ ବିଭାଗରେ ଅନେକ ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିଲେ ।…

ଉର୍ଜାବାନ ଓଡ଼ିଶା ଓ ସ୍ମାଇଲ ଫାଉଣ୍ଡେସନ ପକ୍ଷରୁ ମିଳିତ ରକ୍ତଦାନ ଶିବିର ଅନୁଷ୍ଠିତ

ପୁରୀ (ଅନିମେଶ ପଟ୍ଟନାୟକ) : ରକ୍ତଦାନ ମହତ ଦାନ ବୋଲି ଆଧାର କରି ସମାଜ ତିଷ୍ଠି ରହିଛି ଚିରକାଳ। ଏକଥା କୁ ଆଧାର କରିବା ସହ ଲୋକଙ୍କୁ ରକ୍ତଦାନ ସଂପର୍କରେ ଜନସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଉର୍ଜାବାନ ଓଡ଼ିଶା ଟ୍ରଷ୍ଟ ଓ ସ୍ମାଇଲ ଫାଉଣ୍ଡେସନ ପକ୍ଷରୁ ସ୍ଥାନୀୟ ହୋଟେଲ ବେନ୍ ସନ୍,…

ନାବାଳିକା କୁ ଦୁର୍ଷ୍କର୍ମ କରି ହତ୍ୟା ଘଟଣା।: ପଦ୍ମପୁରରେ ବିଧାୟିକା ବର୍ଷା ସମେତ ବରିଷ୍ଠ ନାରୀନେତ୍ରୀ ପହଞ୍ଚିଲେ…

ପଦ୍ମପୁର,୧୭/୧୧/୨୦:- ବରଗଡ଼ ଜିଲ୍ଲା ପାଇକମାଳ ଥାନା ଅନ୍ତର୍ଗତ ସୋଢ଼ା ଗ୍ରାମର ନାବାଳିକା କୁ ଦୁର୍ଷ୍କର୍ମ ପରେ ହତ୍ୟା ଘଟଣା ପରେ ଆଜି ପୀଡ଼ିତା ପରିବାର ଘରକୁ ପହଞ୍ଚିଛନ୍ତି ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା ସମେତ ବିଜେଡ଼ି ର ବରିଷ୍ଠ ନାରୀନେତ୍ରୀ ଗଣ । ମୃତ ନାବାଳିକା ର ମାତା,ପିତା…

ପଦ୍ମପୁର ରେ ପଶ୍ଚିମ ଓଡିଶା ବାର୍ତ୍ତା ର ଦ୍ଵିତୀୟ ସ୍ଵନକ୍ଷତ୍ର ଉତ୍ସବ ଅନୁଷ୍ଠିତ

:ପଦ୍ମପୁର:- ପଶ୍ଚିମ ଓଡିଶା ବାର୍ତ୍ତା ର ସ୍ଵନକ୍ଷତ୍ର ଉତ୍ସବ ଓ ସମ୍ବର୍ଦ୍ଧନା ସଭା ପଦ୍ମପୁର ଉଦୟନାଥ ଫର୍ନିଚର ପରିସରରେ ଅନୁଷ୍ଠିତ ହୋଇଯାଇଛି । ସମ୍ପାଦକ ଡିଲେଶ୍ଵର ବାଗ ଙ୍କ ସଭାପତିତ୍ଵରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପଦ୍ମପୁର ବିଧାୟିକା…

ଓଡିଶାର ଦାର୍ଜିଲିଙ୍ଗ ଘୁ.ଉଦୟଗିରିରେ ଖସିଲା ପାରଦ ବଢ଼ିଲା ଶୀତ

 ଓଡ଼ିଶାର ସବୁଠାରୁ ଥଣ୍ଡା ସହର ଘୁ.ଉଦୟଗିରି, ତାପମାତ୍ରା ୯ଡିଗ୍ରୀ ରେକର୍ଡ ଘୁ.ଉଦୟଗିରି(ଅବନୀ କୁମାର ପ୍ରଧାନ): ଚଳିତ ବର୍ଷ ଶୀତ ଏକପ୍ରକାର ଲୁଚକାଳି ଖେଳୁଥିବା ବେଳେ ଶୀତ ଋତୁ ଆରମ୍ଭର ଦୀର୍ଘ ଦିନ ବ୍ୟବଧାନ ପରେ ଓଡିଶା. ଦାର୍ଜିଲିଙ୍ଗ ଭାବେ ପରିଚିତ ଘୁ.ଉଦୟଗିରି ଅଞ୍ଚଳରେ ଆଜି ପ୍ରବଳ…