ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ

ପାରଳାଖେମୁଣ୍ଡି /ବାଳାକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସଦର ମହକୁମାର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ପ୍ରସାଶନ ପକ୍ଷରୁ ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ ହୋଇଯାଇଛି। ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ଏହି…

ଜିଲ୍ଳାସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ

ରାୟଗଡା/୧୬/୧୧/୨୪ : ରାୟଗଡା ଜିଲ୍ଳା ପ୍ରଶାସନ ଓ ସୂଚନା ଓ ଲୋକ ସଂପର୍କ ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ଜିଲ୍ଳା ପରିଷଦ ସ୍ୱଭାଗୃହ ଠାରେ ଜିଲ୍ଳାସ୍ତରୀୟ ଜାତୀୟ ପ୍ରେସ୍ ଦିବସ-୨୦୨୪ ଆଡମ୍ବର ସହକାରେ ପାଳିତ ହୋଇଯାଇଛି । ରାୟଗଡା ଅତିରିକ୍ତ ଜିଲ୍ଳାପାଳ ଭାସ୍କର ରଇତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ ୧୦ମ ଶିଶୁ ସାହିତ୍ୟ ମହୋତ୍ସବ ଉଦ୍‍ଘାଟିତ

ଭୁବନେଶ୍ୱର, ୧୬ ।୧୧: କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ରେ ୧୦ମ ଶିଶୁ ସାହିତ୍ୟ ମହୋତ୍ସବ ଉଦ୍‍ଘାଟିତ ହୋଇଯାଇଛି । ଏଥିରେ ବିଶିଷ୍ଟ ଅଭିନେତ୍ରୀ ତଥା ଲେଖିକା ସୋହା ଅଲ୍ଲୀ ଖାଁ, ଲେଖିକା ପ୍ରୀତି ସେନୋୟ, କିଟ୍‍ ଓ କିସ୍‍ ସଭାପତି ଶାଶ୍ୱତୀ ବଳ, କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍…

ଗଣମାଧ୍ୟମ ହେଉଛି ସମାଜର ଦର୍ପଣ :ବିଧାୟକ

ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ ଜିଲ୍ଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ଗଣମାଧ୍ୟମ ଏବଂ ପ୍ରଶାସନ ମଧ୍ୟରେ ସମନ୍ଵୟ ଜରୁରୀ : ଜିଲ୍ଲାପାଳ ଜଗତସିଂହପୁର,ତା-୧୬.୧୧.୨୦୨୪/ସୁମନ୍ତ କୁମାର ଦାସ: ଆଜି ଜିଲ୍ଲାପାଳଙ୍କ କର୍ଯ୍ୟଳୟସ୍ଥ ସଦଭାବନା ସମ୍ମିଳନୀ କକ୍ଷଠାରେ ଜିଲ୍ଲାସ୍ତରୀୟ ଜାତୀୟ…

ଭଞ୍ଜନଗର ରେ ଜାତୀୟ ପ୍ରେସ ଦିବସ ପାଳନ

ଭଞ୍ଜନଗର ରୁ { ଉଦୟନାଥ ପଣ୍ଡା }: ଗଣତନ୍ତ୍ରର ସୁରକ୍ଷା ଦିଗରେ ସାମ୍ବାଦିକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ, ଏହାର କୌଣସି ବିକଳ୍ପ ନାହିଁ । ସାମ୍ବିଧାନିକ ପରିଚୟ ନଥିବା ସତ୍ତ୍ୱେ ସାମ୍ବାଦିକ ସମାଜର ପଥପ୍ରଦର୍ଶକ ହୋଇ ରହିଛି। ଭାରତରେ ଆଧୁନିକ ସାମ୍ବାଦିକତାର ବିକାଶ, ବର୍ତ୍ତମାନର ସ୍ଥିତି,…

ବେଲଗୁଣ୍ଠା ପ୍ରେସ୍ କ୍ଳବରେ ଜାତୀୟ ସାମ୍ବାଦିକତା ଦିବସ ପାଳିତ ।

ବେଲଗୁଣ୍ଠା-(ଶିବରାମ ଚୌଧୁରୀ )- ଜାତୀୟ ସାମ୍ବାଦିକତା ଦିବସ ଅବସରରେ ବେଲଗୁଣ୍ଠା ପ୍ରେସ୍ କ୍ଳବ ତରଫରୁ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି ।ପ୍ରେସ୍ କ୍ଳବ ସଭାପତି ପ୍ରଦ୍ୟୁମ୍ନ ପାତ୍ରଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ,ଆଜିକାଲି ଗଣମାଧ୍ୟମ ପ୍ରତିନିଧି ମାନେ ନିଜ ନିଜ…

ନବରଙ୍ଗପୁର ଠାରେ ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ

ନବରଙ୍ଗପୁର୧୬.୧୧.୨୦୨୪: ଅଶୋକ ସାହୁ, ଶାସକ ପ୍ରଶାସକ : ସ୍ଥାନୀୟ ମିଶନ ଶକ୍ତି ସମ୍ମିଳନୀ ଗୃହରେ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଆନୁକୂଲ୍ୟ ରେ ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ ହୋଇଯାଇଛି। ଅତିରିକ୍ତ ଜିଲ୍ଲାପାଳ ମହେଶ୍ୱର ଚନ୍ଦ୍ର ନାୟକ ଙ୍କ…

ପାଇକମାଳ ଅଂଚଳରେ ଘଟିଲା ଅମାନୁଷିକ ଘଟଣା, ଚାରି ବର୍ଷର ଝିଅକୁ ଧର୍ଷଣ କରି ମାରିଦେଇ ଜଙ୍ଗଲରେ ଫିଙ୍ଗି ଦେଲା ଜଣେ ଯୁବକ

ପାଇକମାଳ ୧୫।୧୧ : ପାଇକମାଳ ଅଞ୍ଚଳରେ ଘଟିଛି ଏକ ଅମାନୁଷିକ ଘଟଣା । ଜଣେ ଯୁବକ ଚାରି ବର୍ଷର ଝିଅ କୁ ଧର୍ଷଣ କରି ସାରି ମାରିଦେଇ ଜଙ୍ଗଲ ରେ ଫୋଫାଡ଼ି ଦେଇ ଥିବା ଘଟଣା ସାମ୍ନା କୁ ଆସିଛି। ପାଇକମାଳ ଥାନା ଅନ୍ତର୍ଗତ ସୋଢା ଗ୍ରାମରେ ଘଟିଛି ଏହି ଭଳି ଏକ ଘଟଣା । ପ୍ରାପ୍ତ ସୂଚନା ଅନୁଯାୟୀ…

ପାଇକମାଲ ବ୍ଲକରେ ଅଫିସର ମରୁଡି !!!

ବିଡ଼ିଓ ଙ୍କର ସୁନାମ କାରଣରୁ ଅଫିସର ଆସିବାକୁ ନାରାଜ, ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହୋଇଛି ଉନ୍ନୟନ ମୂଳକ କାର୍ୟ୍ଯ !! ବରଗଡ଼ :-ସତରେ ପାଇକମାଲ ବ୍ଲକ ଜନସାଧାରଣ କଣ ପାପ କରିଛନ୍ତି? ପାଇକମାଲ ବ୍ଲକ ଅଫିସର ପତନ ଦେଖିଲେ ଏହା ହିଁ ଜଣା ପଡୁଛି । ସରକାର ଙ୍କ ପାଖରେ କର୍ମଚାରୀ ମାନଙ୍କ ଅଭାବ…

ସିଙ୍ଗାପୁର ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: "ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଓ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ମାର୍ଗଦର୍ଶନରେ ମୁଁ ଆଜି ଏକ ବରିଷ୍ଠ ପ୍ରତିନିଧି ମଣ୍ଡଳର ନେତୃତ୍ୱ ନେଇ ସିଙ୍ଗାପୁର ଅଭିମୁଖେ ବାହାରିଛି। ଭାରତ ବାହାରେ ଏହା ହେଉଛି ମୋର ପ୍ରଥମ Investors’ Meet। ମୋର ପୁରା…