ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଶିଶୁ ଦିବସ ପାଳିତ।
ପଦ୍ମପୁର: ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର, ପଦ୍ମପୁରରେ ଶିଶୁ ଦିବସ ପାଳିତ ହୋଇଯାଇଛି। ଭାରତ ବର୍ଷର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହେରୁଙ୍କ ଜନ୍ମ ଦିବସକୁ ସାରା ଦେଶରେ ଶିଶୁ ଦିବସ ରୂପେ ମହା ଆଡମ୍ବରରେ ପାଳନ କରାଯାଉଛି। ଏହି କାର୍ଯ୍ୟକ୍ରମରେ ପ୍ରଧାନ ଆଚାର୍ଯ୍ୟ…