ଜେଲ ଅନ୍ତେବାସୀମାନଙ୍କ ପାଇଁ ବିଶେଷ ଦକ୍ଷତା ବିକାଶ ତାଲିମ କାର୍ଯ୍ୟକ୍ରମ
ନୟାଗଡ଼(ବିଶ୍ୱଜିତ ନାୟକ):- ନୟାଗଡ଼ ଜିଲ୍ଲା କାରାଗାରଠାରେ ଜେଲ ଅନ୍ତେବାସୀମାନଙ୍କ ପାଇଁ ଏକ ବିଶେଷ ଦକ୍ଷତା ବିକାଶ ତାଲିମ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି । ଏହି କାର୍ଯ୍ୟକ୍ରମକୁ ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ, ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଏସ. ସୁଶ୍ରୀ ଉଦ୍ଘାଟନ…