ସାମ୍ବାଦିକ ଭବନ ସଭାଗୃହ ପ୍ରତିଷ୍ଠା ।
ନୟାଗଡ଼(ବିଶ୍ଵଜିତ ନାୟକ) :- ପବିତ୍ର ଶ୍ରୀ ପଞ୍ଚମୀ ଅବସରରେ ଆଜି ନୟାଗଡ଼ ସାମ୍ବାଦିକ ଭବନ ସଭାଗୃହ ପ୍ରତିଷ୍ଠା କରାଯାଇଛି । ସଭାପତି ବୈଦ୍ୟ ଭୂଷଣ ମହାପାତ୍ର ଏବଂ କାର୍ଯ୍ୟକାରୀ ସମ୍ପାଦକ ଅନୀଲ କୁମାର ପଣ୍ଡାଙ୍କ ତତ୍ୱାବଧାନରେ ପୂଜା ଓ ହୋମ କାର୍ଯ୍ୟ ସମାପନ ହୋଇଛି । ବରିଷ୍ଠ ସାମ୍ବାଦିକ…