ରାଜ୍ୟ ସ୍ତରୀୟ କଳା ଉତ୍ସବ ୨୦୨୪ ପାଇଁ ମନୋନୀତ ହେଲେ ଛାତ୍ର ଅର୍ଜୁନ ଗଣ୍ଡ

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ ) ତା ୦୮/୧୧/୨୪ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଭୈରବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଦ୍ଵିତୀୟ ବର୍ଷ ଛାତ୍ର ଅର୍ଜୁନ ଗଣ୍ଡ ଜୋନ ସ୍ତରୀୟ ଚିତ୍ରାଙ୍କନ ପ୍ରତିଯୋଗିତା ରେ ପ୍ରଥମ ସ୍ଥାନ ଅଧିକାର କରି ରାଜ୍ୟ ସ୍ତରୀୟ କଳା ଉତ୍ସବ ୨୦୨୪ ପାଇଁ ମନୋନୀତ…

ଗୋଚାଲାଣ ହେଉଥିବା ବେଳେ ପୋଲିସ୍ ର ଚଢ଼ାଉ;

ଟ୍ରକ୍ ସହ 23 ଗାଈ ଉଦ୍ଧାର ; ସୋରଡ଼ା ଗୋଶାଳାରେ ଗାଈଙ୍କୁ ଥଇଥାନ ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ଆଜି ଅପରାହ୍ଣ ଚାରି ଘଣ୍ଟା ସମୟରେ ବେଲଗୁଣ୍ଠା ଥାନା ଅନ୍ତର୍ଗତ ଉଢୁରା ଗ୍ରାମରୁ ଏକ ଟ୍ରକ୍ ଆନ୍ଧ୍ର ପ୍ରଦେଶ ଯାଉଥିବାର ଖବର ପୋଲିସ୍ ପାଖରେ ପହଞ୍ଚିଥିଲା I ଏହି ଗାଡ଼ିରେ ଗୋଚାଲାଣ ହେଉଥିବା…

ଲୋକ ମହୋତ୍ସବ ମଣ୍ଡେଇ ପାଳନ ନେଇ ପ୍ରସ୍ତୁତି ବୈଠକ

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ ) ତା ୦୮/୧୧/୨୪ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ରେ ବ୍ଲକ ସ୍ତରୀୟ ଲୋକ ମହୋତ୍ସବ ପାଳନ ନେଇ ଏକ ପ୍ରସ୍ତୁତି ବୈଠକ ବ୍ଲକ ଅଧ୍ୟକ୍ଷା ବୀଣା ମାଝୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଯାଇଛି। ଚଳିତ ମାସ ୨୦ ତାରିଖ ରେ ନନ୍ଦାହାଣ୍ଡି ବ୍ଲକ ର ଧଣ୍ଡରା ଶୈବ ପୀଠ…

ନବରଙ୍ଗପୁର ଠାରେ ଜିଲ୍ଲା ସ୍ତରୀୟ ସୁରଭି ଅନୁଷ୍ଠିତ.

ନବରଙ୍ଗପୁର, ୮/୧୧/୨୦୨୪:ଅଶୋକ ସାହୁ, ଶାସକ ପ୍ରଶାସକ,ଜିଲା ଶିକ୍ଷା ବିଭାଗ ପକ୍ଷରୁ ଆୟୋଜିତ ଜିଲା ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ସ୍ଥାନୀୟ ସାଇ କଲ୍ୟାଣ ମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଯୋଗ…

ମଣ୍ଡେଇ ମହୋତ୍ସବ ପାଳନ -୨୦୨୪ ଉପଲକ୍ଷେ ଭୂମି ପୂଜନ

ନବରଂଗପୁର ତା ୮.୧୧.୨୦୨୪.ଅଶୋକ ସାହୁ, ଶାସକ ପ୍ରଶାସକ,ଆସନ୍ତା ଡ଼ିସେମ୍ବର ୬ ତାରିଖ ଠାରୁ ୧୦ ତାରିଖ ପର୍ଯ୍ୟନ୍ତ ମଣ୍ଡେଇ ମହୋତ୍ସବ ପାଳନ ଉପଲକ୍ଷେ ଆଜି ମଣ୍ଡେଇ ପଡିଆ ହୀର୍ଲି ଠାରେ ଭୂମି ପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି ଅବସରରେ ସକାଳ ୯.୦୦ ଘ ସମୟରେ ଅତିରିକ୍ତ ଜିଲ୍ଲାପାଳ…

କେନ୍ଦ୍ର ମହିଳା ଓ ଶିଶୁ ବିକାଶ ରାଷ୍ଟ୍ର ମନ୍ତ୍ରୀ ଙ୍କ ନବରଙ୍ଗପୁର ଜିଲ୍ଲାକୁ ଦୁଇ ଦିନିଆ ଗସ୍ତ ଅବସରରେ ଆଜି କ୍ଷେତ୍ର…

ନବରଙ୍ଗପୁର,୭/୧୧/୨୦୨୪-ଅଶୋକ ସାହୁ, ଶାସକ ପ୍ରଶାସକ କେନ୍ଦ୍ର ମହିଳା ଓ ଶିଶୁ ବିକାଶ ରାଷ୍ଟ୍ର ମନ୍ତ୍ରୀ ସାବିତ୍ରୀ ଠାକୁର ନବରଙ୍ଗପୁର ଦୁଇ ଦିନିଆ ଜିଲା ଗସ୍ତରେ ଆସି ଆଜି ପାପଡ଼ାହାଣ୍ଡି ବ୍ଲକ ର ଅଙ୍ଗନବାଡ଼ି କେନ୍ଦ୍ର, ମୈଦଲପୂର୍ ସ୍ଥିତ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ,ନବରଙ୍ଗପୁର…

ନବରଂଗପୁର ଠାରୁ ବିଜୟୱାଡ଼ା ପର୍ଯ୍ୟନ୍ତ ନୂତନ ବସ ସେବାର ଶୁଭାରମ୍ଭ

ନବରଂଗପୁର ତା ୮.୧୧.୨୦୨୪:ଅଶୋକ ସାହୁ, ଶାସକ ପ୍ରଶାସକ,ସ୍ଥାନୀୟ ଓ ଏସ ଆର୍ ଟି ସି ବସ ଡିପୋ ଠାରେ ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ ବସ ସେବା ଯୋଜନା ଅନ୍ତର୍ଗତ ନବରଙ୍ଗପୁର ଠାରୁ ବିଜୟୱାଡ଼ା ପର୍ଯ୍ୟନ୍ତ ନୂତନ ଭଲଭୋ ଅତ୍ୟାଧୁନିକ ବସ ସେବା ର ଶୁଭାରମ୍ଭ ହୋଇଯାଇଅଛି।ଏହି ଅବସରରେ ମୁଖ୍ୟ ଅତିଥି ରୂପେ…

୨୦୨୯-୩୦ ସୁଦ୍ଧା ରାଜ୍ୟର ବିଦ୍ୟୁତ ଚାହିଦାର ପିକ୍ ଡିମାଣ୍ଡ ପ୍ରାୟ ୧୦ ହଜାର ମେଗା ୱାଟ୍‌ରେ ପହଞ୍ଚିବ

ରାଜ୍ୟର ବିଦ୍ୟୁତ ବ୍ୟବସ୍ଥା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ଶକ୍ତି ବିଭାଗ ତଥା ସମସ୍ତ ବିତରକ କମ୍ପାନୀ ମାନଙ୍କୁ ସାଧୁବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ ୨୦୨୯-୩୦ ବେଳକୁ ବିଦ୍ୟୁତ ଚାହିଦାକୁ ଆଖି ଆଗରେ ରଖି ବିଦ୍ୟୁତ ଉତ୍ପାଦନ, ସରବରାହ ଏବଂ ବିତରଣ ବ୍ୟବସ୍ଥାର ରୋଡମ୍ୟାପ ପ୍ରସ୍ତୁତ…

୫୫ ଗୋଟି ହସ୍ତଶିଳ୍ପକୁ ମିଳିଲା ବିଭାଗୀୟ ଅନୁମୋଦନ

 ସଂଶୋଧିତ ଅନୁମୋଦିତ ହସ୍ତଶିଳ୍ପ ତାଲିକା ପ୍ରକାଶିତ  ପୂର୍ବରୁ ଥିଲା ୫୧, ଏବେ ୫୫ ହସ୍ତଶିଳ୍ପକୁ ମିଳିଲା ଅନୁମୋଦନ ଭୁବନେଶ୍ଵର, ତା ୦୮/୧୧ /୨୦୨୪ : ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ୫୫ ଗୋଟି ହସ୍ତଶିଳ୍ପକୁ ବିଭାଗୀୟ ଅନୁମୋଦନ ମିଳିଛି । ସମବାୟ, ହସ୍ତତନ୍ତ,…

ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ “ସୁରଭି” ଓ “କଳା ଉତ୍ସବ” – ୨୦୨୪ କାର୍ଯ୍ୟକ୍ରମ…

https://youtu.be/n0rukTdqbUo ପାରଳାଖେମୁଣ୍ଡି /ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ ଗଜପତି ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ "ସୁରଭି" ଓ କଳା ଉତ୍ସବ -…