ମହିଳା ସ୍ନାତକ ମହାବିଦ୍ୟାଳୟର ଦ୍ୱାଦଶ ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ
https://youtu.be/pNuZU9_wiHU
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହିଳା ସ୍ନାତକ ମହାବିଦ୍ୟାଳୟ ପରିସରରେ ମହାବିଦ୍ୟାଳୟର ଦ୍ୱାଦଶ ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ…