ଇଚ୍ଛାପୁର କ୍ଳଷ୍ଟରରେ ନିପୁଣ ଓଡ଼ିଶା ମେଳା
ସୁବର୍ଣ୍ଣପୁର, ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ) ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଳକ ଅନ୍ତର୍ଗତ ଇଚ୍ଛାପୁର କ୍ଲଷ୍ଟର ଆଶ୍ରମ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ନିପୁଣ ଓଡିଶା ମେଳା ଅନୁଷ୍ଠିତ ହୋଇଯାଇଛି । ଇଚ୍ଛାପୁର କ୍ଳଷ୍ଟର ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ସୁଧାଂଶୁ ଶେଖର…