ଓଡ଼ିଶା ରାଜ୍ୟ ବେସାମରିକ ଯୋଗାଣ କାର୍ଯ୍ୟନିର୍ବାହୀ ଅଧିକାରୀ ସଂଘର ବାର୍ଷିକ ସାଧାରଣ ସଭା
ଖାଦ୍ୟଯୋଗାଣ କ୍ଷେତ୍ରରେ ଯୋଗାଣ ଅଧିକାରୀଙ୍କ ଭୂମିକାକୁ ପ୍ରଶଂସା କଲେ ମନ୍ତ୍ରୀ ଶ୍ରୀ ପାତ୍ର
ଭୁବନେଶ୍ୱର,୦୨/୧୧/୨୦୨୪: ଓଡ଼ିଶା ରାଜ୍ୟ ବେସାମରିକ ଯୋଗାଣ କାର୍ଯ୍ୟନିର୍ବାହୀ ଅଧିକାରୀମାନଙ୍କ ବାର୍ଷିକ ସାଧାରଣ ସଭା ସ୍ଥାନୀୟ ଇଂଜିନିୟର୍ସ ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏହି…