ପଞ୍ଚାୟତ ଉଚ୍ଚବିଦ୍ୟାଳୟ ପୁରେନାରେ ୭୬ ତମ ଗଣତନ୍ତ୍ର ଦିବସ ପାଳିତ
ପଦମପୁର ତା ୨୬/୦୧ ରାଜବୋଡ଼ାସମ୍ବର ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚବିଦ୍ୟାଳୟ ପୁରେନାରେ ୭୬ତମ ଗଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ପ୍ରଧାନଶିକ୍ଷକ ଶ୍ରୀ ରେଣୁଧର ସାହୁ ପତାକା ଉତ୍ତୋଳନ କରି ଗଣତନ୍ତ୍ର ଦିବସର ମହତ୍ତ୍ଵ ସମ୍ବନ୍ଧରେ ଛାତ୍ର ଛାତ୍ରୀ ଙ୍କୁ ଉଦବୋଧନ ଦେଇଥିଲେ। ଉକ୍ତ ଉତ୍ସବରେ…