ମହିଳା ସ୍ନାତକ ମହାବିଦ୍ୟାଳୟ ଠାରେ “ୟେ ଦିୱାଲି ମେରୀ ଭାରତୱାଲି” କାର୍ଯ୍ୟକ୍ରମ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ମହିଳା ସ୍ନାତକ ମହାବିଦ୍ୟାଳୟ ଠାରେ ଜାତୀୟ ସେବା ଯୋଜନା ସଂଗଠନ ତରଫରୁ, ଭାରତ ସରକାରଙ୍କ ଯୁବ କାର୍ଯ୍ୟକ୍ରମ ଏବଂ କ୍ରୀଡା ମନ୍ତ୍ରଣାଳୟ କ୍ଷେତ୍ରୀୟ ନିର୍ଦ୍ଦେଶାଳୟ ଦ୍ଵାରା ନିର୍ଦ୍ଦେଶିତ “ୟେ ଦିୱାଲି ମେରୀ ଭାରତୱାଲି"…

ଦୁର୍ନୀତି ନିବାରଣ ସତର୍କତା ଗ୍ରାମସଭା ଆୟୋଜିତ

ଜଗତସିଂହପୁର,ତା-୩୦.୧୦.୨୦୨୪/ସୁମନ୍ତ କୁମାର ଦାସ: ତା ୨୮.୧୦.୨୦୨୪ରିଖ ଠାରୁ ୦୩.୧୧.୨୦୨୪ରିଖ ପର୍ଯ୍ୟନ୍ତ ଜିଲ୍ଲା ରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ-୨୦୨୪ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ଆଜି ଜଗତସିଂହପୁର ଜିଲ୍ଲା ରଘୁନାଥପୁର ବ୍ଲକ୍ ଅନ୍ତର୍ଗତ ବିଦ୍ୟାଧରପୁର ଗ୍ରାମ ପଞ୍ଚାୟତ…

ମାଆ ଶ୍ୟାମାକାଳୀ ପୂଜା ପାଇଁ କଳସ ଯାତ୍ରା

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବ୍ଳକ୍ ଗୋବରାଠାରେ ଶ୍ରୀ ଶ୍ରୀ କପିଳେଶ୍ଵର ଯୁବକ ସଂଘ ତରଫରୁ ମାଆ ଶ୍ୟାମାକାଳୀ ପୂଜା ପାଇଁ ଆଜି କଳସ ଯାତ୍ରା ଅନୁଷ୍ଠିତ ହୋଇଯାଇଛି I ଆସନ୍ତା କାଲି ଗୋବରା ମୁଖ୍ୟ ସଡ଼କ ପାର୍ଶ୍ଵରେ ମାଆ ଶ୍ୟାମା କାଳୀଙ୍କ ପୂଜା ଅନୁଷ୍ଠିତ ହେବାକୁ ଥିବାବେଳେ…

ଲକ୍ଷାଧିକ ଟଙ୍କାର କେନ୍ଦୁ କାଠ ଜବତ କଲା ପଦ୍ମପୁର ବନବିଭାଗ।

ବରଗଡ଼ :- ବୁଢ଼ାଡଙ୍ଗର ଜଙ୍ଗଲ ରୁ କାଠ ଚୋରି ଅଭିଯୋଗ ରେ ଜଣେ ଅଭିଯୁକ୍ତକୁ ଗିରଫ କରିବା ସହିତ ଲକ୍ଷାଧିକ ଟଙ୍କାର କେନ୍ଦୁ କାଠ ଜବତ କରିଛି ପଦ୍ମପୁର ବନବିଭାଗ। ପ୍ରାପ୍ତ ସୂତ୍ରରୁ ପ୍ରକାଶ ଯେ, କୌଣସି ସୂତ୍ରରୁ ଖବର ପାଇ,ପଦ୍ମପୁର ବନବିଭାଗ ର ଏକ ଟିମ୍ ବୁଢାଡଙ୍ଗର ଜଙ୍ଗଲ ରେ ଚଢାଉ କରି ୧୯…

ତେନ୍ତୁଳୀଖୁଣ୍ଟି ଗୋଷ୍ଟୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ସମସ୍ତ ଡାକ୍ତର ଓ କର୍ମଚାରୀଙ୍କ ସାଧୁତା ସତ୍ୟପାଠ

ତେନ୍ତୁଳୀଖୁଣ୍ଟି/କୃପାନିଧି ରାଉତ: ତେନ୍ତୁଳୀଖୁଣ୍ଟି ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ର ଡାକ୍ତର, ନର୍ସ, କର୍ମଚାରି ତଥା ଡକ୍ଟର ଶ୍ୟାମଲାଇ ପ୍ରସାଦ ପଣ୍ଡା, ଡକ୍ଟର ବ୍ରହ୍ମାନନ୍ଦ ଦାସ, ଡକ୍ଟର ସୋହେବ ଖାନ ଫାର୍ମାସିଷ୍ଟ ଅଫିସର ସନ୍ତୋଷ ସିଙ୍ଗ,ରେଣୁବାଳା ଦେଇ, ହେମବନ୍ତ ବିଷୋୟୀ, ମିନାକ୍ଷୀ…

ଭୋଟର ତାଲିକାର ସ୍ଵତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ଉପଲକ୍ଷେ ପଥ ଉତ୍ସବ ଅନୁଷ୍ଠିତ

 ପାରଳାଖେମୁଣ୍ଡି /ବାଳକୃଷ୍ଣ ପାଣିଗ୍ରାହୀ : ଜିଲ୍ଲାସ୍ତରୀୟ ଭୋଟର ତାଲିକା ସ୍ଵତନ୍ତ୍ର ସଂକ୍ଷିପ୍ତ ସଂଶୋଧନ ଉପଲକ୍ଷେ ଆଜି ପାରଳାଖେମୁଣ୍ଡି ସ୍ଥିତ ଜଗନ୍ନାଥ ମନ୍ଦିର ପରିସରରେ ପଥ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ଜିଲ୍ଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ଭୋଟର ତାଲିକା ସଂଶୋଧନ…

ଭିଜିଲାନ୍ସ ଭୁବନେଶ୍ୱର ଡିଭିଜନ ତରଫରୁ ଦୁର୍ନୀତି ବିରୋଧରେ ସଚେତନତା ସୃଷ୍ଟି ପାଇଁ ରାଜ୍ୟସ୍ତରୀୟ ଶୋଭାଯାତ୍ରା ତଥା…

“ସତ୍ୟନିଷ୍ଠ ସଂସ୍କୃତି ହିଁ ରାଷ୍ଟ୍ର ସମୃଦ୍ଧିର ଭିତ୍ତି” ଭୁବନେଶ୍ୱର: ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ସକାଳେ ଭିଜିଲାନ୍‌ସ ଭୁବନେଶ୍ୱର ଡିଭିଜନ୍‌ ତରଫରୁ ଏକରାଜ୍ୟସ୍ତରୀୟ ଶୋଭାଯାତ୍ରା ତଥା ପଦଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ରାଜଭବନଠାରୁ ଆରମ୍ଭ ହୋଇଥିବା…

ସୋଆ ଫାର୍ମାସୀ କର୍ମଚାରୀ ଓ ଛାତ୍ର ଛାତ୍ରୀଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମଙ୍ଗଳବାର ସାରା ଦେଶରେ ସ୍ବାସ୍ଥ୍ୟ ସେବା କ୍ଷେତ୍ର ନିମନ୍ତେ ୧୨ ହଜାର ୮୫୦ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ପରିପ୍ରେକ୍ଷୀରେ ଭୁବନେଶ୍ବର ଉପକଣ୍ଠ ଗୋଠପାଟଣା ଠାରେ ଥିବା ଡ୍ରଗ୍ସ ଟେଷ୍ଟିଂ ଲବ୍ରୋଟେରୀ ସେଣ୍ଟରର ଶିଳାନ୍ୟାସ…

ମସ୍ତିଷ୍କ ଆଘାତ ଜନିତ ସମସ୍ୟା ବିଶ୍ୱରେ ମୃତ୍ୟୁର ଦ୍ୱିତୀୟ ବୃହତ୍ କାରଣ: ପ୍ରଫେସର ଅଶୋକ ମହାପାତ୍ର

ଭୁବନେଶ୍ୱର, ଅକ୍ଟୋବର ୨୯ : ସାରା ବିଶ୍ୱରେ ହୃଦ୍‌ଘାତ ମଣିଷର ମୃତ୍ୟୁର ପ୍ରଥମ ବୃହତ କାରଣ ହୋଇଥିବା ବେଳେ ମସ୍ତିଷ୍କରେ ଆଘାତ ଅଥବା ବ୍ରେନ୍ ଷ୍ଟ୍ରୋକ୍ ଯୋଗୁଁ ହେଉଥିବା ମୃତ୍ୟୁ ଦ୍ୱିତୀୟ ବୃହତ କାରଣ ବୋଲି କହିଛନ୍ତି ବିଶିଷ୍ଟ ନ୍ୟୁରୋସର୍ଜନ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରମୁଖ…

ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ବଣ୍ଟନ

 ପାରଳାଖେମୁଣ୍ଡି /ବାଳକୃଷ୍ଣ ପାଣିଗ୍ରାହୀ : ଜିଲ୍ଲା ଶ୍ରମ ବିଭାଗ ଓ ଜିଲ୍ଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଓଡ଼ଶା କୋଠାବାଡ଼ି ଓ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ରଶି ବଣ୍ଟନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ…