ଦିପାବଳି ଉତ୍ସବରେ ମାଇଭାରତର ସ୍ୱଚ୍ଛତା କାର୍ଯ୍ୟକ୍ରମ

 ଭବାନୀପାଟଣା:ରୋହିତ କୁମାର ନାଏକ (ଶାସକ ପ୍ରଶାସକ ):ଭାରତ ସରକାରଙ୍କର ଯୁବ ବ୍ୟାପାର ଏବଂ କ୍ରୀଡ଼ା ମନ୍ତରଣାଳୟ ଅଧିନସ୍ତ ମାଇ ଭାରତ, ନେହେରୁ ଯୁବ କେନ୍ଦ୍ର କଳାହାଣ୍ଡି ଓ ଭବାନୀପାଟଣା ପୌରପାଳିକାର ମିଳିତ ଆନୁକୁଲ୍ୟରେ ଏକ ବିଶାଳ ସ୍ୱଚ୍ଛତା ଅଭିଯାନ ଆୟୋଜିତ ହୋଇଥିଲା।ନେହେରୁ ଯୁବ କେନ୍ଦ୍ର…

ଫିଜିକ୍ସ ୱାଲା (ପିଡବ୍ଲ୍ୟୁ) ପକ୍ଷରୁ ଦେଶବ୍ୟାପୀ ଶୁଭାରମ୍ଭ ହେବାକୁ ଯାଉଛି ୭୭ଟି ନୂଆ ଟେକ୍ନୋଲୋଜି ସକ୍ଷମ ବିଦ୍ୟାପୀଠ…

ଭୁବନେଶ୍ୱର: ଭାରତବ୍ୟାପୀ ସୁଲଭ ଓ ଉଚ୍ଚମାନର ଶିକ୍ଷାକୁ ଗଣତାନ୍ତ୍ରିକ କରିବା ପାଇଁ ପ୍ରତିବଦ୍ଧ ରହିଥିବା ଭାରତର ଅଗ୍ରଣୀ ମଲ୍ଟିନ୍ୟାଶନାଲ ଏଡ୍ଟେକ କମ୍ପାନୀ ଫିଜିକ୍ସ ୱାଲା (ପିଡବ୍ଲ୍ୟୁ) ପକ୍ଷରୁ ୨୦୨୫-୨୬ ଶିକ୍ଷାବର୍ଷରେ ଦେଶବ୍ୟାପୀ ୭୭ଟି ନୂଆ ଅଫ୍ଲାଇନ ଟେକ୍ନୋଲୋଜି ସକ୍ଷମ ଲର୍ଣ୍ଣିଂ…

ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ ଶପଥ ପାଠ କରାଇଲେ ମୁଖ୍ୟମନ୍ତ୍ରୀ l

ଭବାନୀପାଟଣା:ରୋହିତ କୁମାର ନାଏକ(ଶାସକ ପ୍ରଶାସକ) -ତା.୨୮/୧୦- ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ୨୦୨୪ ପାଳନ ଅବସରରେ ଆଜି ପୂର୍ବାହ୍ନ ୧୧ ଘଟିକା ସମୟରେ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟରେ ସାଧୁତାର ଶପଥ ପାଠ କରାଯାଇଥିଲା l ସ୍ଥାନୀୟ ଓସ୍ୱାନ ହଲଠାରେ ଆୱାସି ମାଧ୍ୟମରେ ସିଧା…

ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ ଶପଥ ପାଠ କରାଇଲେ ମୁଖ୍ୟମନ୍ତ୍ରୀ l

ଭବାନୀପାଟଣା:ରୋହିତ କୁମାର ନାଏକ(ଶାସକ ପ୍ରଶାସକ) -ତା.୨୮/୧୦- ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ୨୦୨୪ ପାଳନ ଅବସରରେ ଆଜି ପୂର୍ବାହ୍ନ ୧୧ ଘଟିକା ସମୟରେ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟରେ ସାଧୁତାର ଶପଥ ପାଠ କରାଯାଇଥିଲା l ସ୍ଥାନୀୟ ଓସ୍ୱାନ ହଲଠାରେ ଆୱାସି ମାଧ୍ୟମରେ ସିଧା…

ନୂଆଗାଁ ବ୍ଲକ୍ ରେ ଜିଲ୍ଲାପାଳଙ୍କ ଜନ ଶୁଣାଣି ଶିବିର

ନୂଆଗାଁ ୨୮/୧୦( ଆପ୍ର):ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ପରିସରରେ ଥିବା ରାଜୀବଗାନ୍ଧି ସଦଭାବନା ଗୃହରେ ନୟାଗଡ଼ ଜିଲ୍ଲାପାଳଙ୍କ ବ୍ଲକ୍ ସ୍ତରୀୟ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ନୟାଗଡ଼ ଉପ ଜିଲ୍ଲାପାଳ ତଥା ଉପଖଣ୍ଡ ମାଜିଷ୍ଟ୍ରେଟ ନୟାଗଡ କର୍ଣ୍ଣଦେବ ସମାଦ୍ଦାର,…

ସମାଜରେ ଆଇନ ସାକ୍ଷରତା ନିମନ୍ତେ ଛାତ୍ରଙ୍କ ଭୂମିକା ଅପରିହାର୍ଯ୍ୟ

ଜଗତସିଂହପୁର,ତା-୨୮.୧୦.୨୦୨୪/ସୁମନ୍ତ କୁମାର ଦାସ: ଜଗତସିଂହପୁର ଜିଲ୍ଲା ଆଇନ ସେବା ପ୍ରାଧୀକରଣ ତରଫରୁ ରଘୁନାଥପୁର ବ୍ଲକ ଅନ୍ତର୍ଗତ ତରିକୁନ୍ଦ ସରକାରୀ ଉଚ୍ଚ ବିଦ୍ୟାଳୟରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I ପ୍ରାଧିକରଣ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି…

ଓରମାସ ପକ୍ଷରୁ ଦିପାବଳୀ ଉତ୍ସବ ୨୦୨୪ ଦୀପଷ୍ଟଲ ଉଦଘାଟିତ

ଜଗତସିଂହପୁର,ତା-୨୮.୧୦.୨୦୨୪/ସୁମନ୍ତ କୁମାର ଦାସ:ଆଜି ସ୍ଥାନୀୟ ସଂସ୍କୃତି ଭବନ ନିକଟସ୍ଥ ଷ୍ଟେଟ୍ ବ୍ୟାଙ୍କ ସମ୍ମୁଖ ରେ ଓରମାସ ପକ୍ଷରୁ "ଦିପାବଳୀ ଉତ୍ସବ ୨୦୨୪ "ଦୀପଷ୍ଟଲ କୁ ଜିଲ୍ଲାପାଳ ଶ୍ରୀ ଜେ ସୋନାଲ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଶୁଭ ଉଦଘାଟନ କରିଛନ୍ତି।ଉତ୍ପାଦକ ଗୋଷ୍ଠୀ ର ମହିଳା ମାନଙ୍କ…

ନାଉଗାଁ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

ଜଗତସିଂହପୁର,ତା-୨୮.୧୦.୨୦୨୪/ସୁମନ୍ତ କୁମାର ଦାସ: ଆଜି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ନାଉଗାଁ ବ୍ଳକ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଅଛି। ଜିଲ୍ଲାପାଳ ଶ୍ରୀ ଜେ ସୋନାଲ ଏହି ଅଭିଯୋଗ ଶିବିର ରେ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି…

ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ଶପଥପାଠ

ଜଗତସିଂହପୁର,ତା-୨୮.୧୦.୨୦୨୪/ସୁମନ୍ତ କୁମାର ଦାସ:ରାଜ୍ଯ ସ୍ତରରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କ ଦ୍ଵାରା ଦୁର୍ନୀତି ନିବାରଣ ସଚେତନତା ଶପଥପାଠ ଆଭାସୀ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି। ଦୁର୍ନୀତି ରୂପକ ରୋଗ କୁ ମଧୁମେହ ସହ ତୁଳନା କରି ମୁଖ୍ୟମନ୍ତ୍ରୀ କହିଲେ ଯେ, ଏହାର…

ପୋଖରୀରୁ ଅଜଣା ବ୍ୟକ୍ତିର ସବ ଉଦ୍ଧାର

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-, ଆଜି ବେଲଗୁଣ୍ଠା ଶାସନ ସାହି ସ୍ଥିତ ପୋଖରୀରୁ ଜଣେ ଅଜଣା ଯୁବକର ଶବ ଉଦ୍ଧାର ହେବା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି I ଯୁବକଟିର ବୟସ 30 ରୁ 35 ବର୍ଷ ମଧ୍ୟରେ ହେବ ବୋଲି ଅନୁମାନ କରାଯାଉଛି I ସୂଚନା ପ୍ରକାରେ ଆଜି ସକାଳ ଛଅ ଘଣ୍ଟା ସମୟରେ…