ଦୁଇ ବର୍ଷିଆ ବି.ଏଡ଼, ବି.ଏଚ.ଏଡ଼, ଏମ୍. ଏଡ଼ ପାଠ୍ୟକ୍ରମରେ ଆଡ଼ମିଶନ ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି
୨୭ ଜୁଲାଇରୁ ୫ ଅଗଷ୍ଟ ପର୍ଯ୍ୟନ୍ତ ଚଏସ୍ ଲକିଙ୍ଗ କରିପାରିବେ ଛାତ୍ରଛାତ୍ରୀ
ଅଗଷ୍ଟ ୧୧ ତାରିଖରେ ପ୍ରକାଶିତ ହେବ ପ୍ରଥମ ମେଧା ତାଲିକା, ୨୫ ଅଗଷ୍ଟରୁ ଆରମ୍ଭ ହେବ ପାଠପଢ଼ା
ଭୁବନେଶ୍ୱର,୨୭ ଜୁଲାଇ,୨୦୨୬: ଶିକ୍ଷାବର୍ଷ ୨୦୨୬-୨୭ ନିମନ୍ତେ ଦୁଇ ବର୍ଷିଆ ବି.ଏଡ଼, ବି.ଏଚ.ଏଡ଼, ଏମ୍.!-->!-->!-->!-->!-->!-->!-->…