ବେଲଗୁଣ୍ଠା ଥାନା ପରିସରରେ ବିଶୁଦ୍ଧ ପାନୀୟ ଜଳ ପ୍ରକଳ୍ପ ଉଦଘାଟିତ
ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-, ଥାନାକୁ ଆସୁଥିବା ଲୋକଙ୍କ ପାନୀୟଜଳ ସମସ୍ୟାକୁ ଆଖିଆଗରେ ରଖି ଭଞ୍ଜନଗର ରୋଟାରୀ କ୍ଲବ ତରଫରୁ ଆଜି ବେଲଗୁଣ୍ଠା ଥାନା ପରିସରରେ ଏକ ବିଶୁଦ୍ଧ ପାନୀୟ ଜଳ ପ୍ରକଳ୍ପ ଯୋଗାଇ ଦେଇଥିଲେ l ଏହାକୁ ଥାନା ଅଧିକାରୀ ବନବିହାରୀ ପ୍ରଧାନଙ୍କ ଦ୍ୱାରା ଉଦଘାଟିତ…