ଦୁର୍ନୀତି ନିବାରଣ ସପ୍ତାହ ପାଳନ -୨୦୨୪ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ନବରଂଗପୁର: ତା ୨୪.୧୦.୨୦୨୪:ଅଶୋକ ସାହୁ, ଶାସକ ପ୍ରଶାସକ.ସ୍ଥାନୀୟ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସ୍ଥିତ ଅଶୋକ ମେହେଟା ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମହେgଶ୍ୱର ଚନ୍ଦ୍ର ନାୟକ ଙ୍କ ଅଧ୍ୟକ୍ଷତାରେ ଆସନ୍ତା ୨୮ .୧୦.୨୦୨୪ ରୁ ୩.୧୧.୨୦୨୪ ପର୍ଯ୍ୟନ୍ତ ହେବାକୁ ଥିବା ଦୁର୍ନୀତି…

ବରଗଡ /ନୂଆପଡା ରେଳଲାଇନକୁ ତ୍ୱରାନ୍ୱିତ କରିବା ପାଇଁ ଜିଏମ ଇଷ୍ଟକୋଷ୍ଟ ରେଳୱେ ଙ୍କ ସହିତ ଆଲୋଚନା କଲେ ସାଂସଦ ପ୍ରଦୀପ…

 ବିଜେପୁର :-ସୁଶାନ୍ତ ସାହୁ ଆଜି ବରଗଡ ଲୋକସଭା ସାଂସଦ ଶ୍ରୀମାନ ପ୍ରଦୀପ ପୁରୋହିତ ପୂର୍ବ ତଟ ରେଳବାଇର ମହାପ୍ରବନ୍ଧକ ଶ୍ରୀ ପରମେଶ୍ୱର ଫୁଙ୍କୱାଲଙ୍କୁ ଭେଟି ଦିର୍ଘ ୧୩୮ କିଲୋମିଟର ବିଶିଷ୍ଟ ବରଗଡ=ନୂଆପଡା ନୂତନ ରେଳ ଲାଇନ ଉପରେ ବିସ୍ତୃତ ଆଲୋଚନା କରିଛନ୍ତି। ଆଲୋଚନା ସମୟରେ ଶ୍ରୀ ଫଙ୍କୱାଲ…

ବିଜେପୁର ରେ କନିଷ୍ଠ ଶିକ୍ଷକ ଶିକ୍ଷୟିତ୍ରୀ ଙ୍କୁ ସମ୍ବର୍ଦ୍ଧନା

ବିଜେପୁର:-ସୁଶାନ୍ତ ସାହୁ (ସାଶକ ପ୍ରଶାସକ )ବରଗଡ଼ ଜିଲ୍ଲା ବିଜେପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟର ସଭା କକ୍ଷରେ ନଵ ନିଯୁକ୍ତ କନିଷ୍ଠ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ଉଛ୍ଵସିତ ସ୍ଵାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆର ଆଞ୍ଚଳିକ ମ୍ୟାନେଜର ଦେବାଶିଷ…

ସ୍ଵତନ୍ତ୍ର ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ ୨୦୨୫ ଉପଲକ୍ଷେ ପଥଉତ୍ସବ ଓ ୱାକାଥନ

ନବରଂଗପୁର ତା ୨୪.୧୦.୨୦୨୪: ଆଜି ସ୍ଥାନୀୟ ଜିଲ୍ଲାପାଳଙ୍କ ଅଶୋକ ମେହେଟା ସମ୍ମିଳନୀ ଗୃହ ରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମହେଶ୍ୱର ଚନ୍ଦ୍ର ନାୟକ ଙ୍କ ଅଧ୍ୟକ୍ଷତାରେ ସ୍ବତନ୍ତ୍ର ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ ଅନ୍ତର୍ଗତ ଜିଲ୍ଲା ସଦର ମହକୁମାରେ ପଥଉତ୍ସବ ଓ ୱାକାଥନ୍ କାର୍ଯ୍ୟକ୍ରମ…

ଜିଲ୍ଲାସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ

ପାରଳାଖେମୁଣ୍ଡି /ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ ଅବସରରେ ଜନ ସାଧାରଣଙ୍କୁ…

ପରିବହନ ବିଭାଗ ସହ ସଂଯୁକ୍ତ କୃଷକ ସଙ୍ଗଠନର ଆଲୋଚନା

ବିଜେପୁର :-ସୁଶାନ୍ତ ସାହୁ (ସାଶକ ପ୍ରଶାସକ )ବରଗଡ଼ ଜିଲ୍ଲା ର ଆଞ୍ଚଳିକ ପରିବହନ ବିଭାଗ କାର୍ଯ୍ୟାଳୟ ଠାରେ ସଂଯୁକ୍ତ କୃଷକ ସଂଗଠନ ଏବଂ ଆଞ୍ଚଳିକ ପରିବହନ ଅଧିକାରୀ ଙ୍କ ସହିତ ଦ୍ବିପକ୍ଷିକ କୃଷି ଯନ୍ତ୍ରପାତି ତଥା ବିଶେଷ କାରି ଟ୍ରାକ୍ଟର ସମସ୍ୟା ପ୍ରସଙ୍ଗରେ ଆଲୋଚନା ହୋଇଅଛି। ପ୍ରକାଶ ଥାଉକି…

‘ଅଷ୍ଟ୍ରେଲିଆ-ଭାରତ ଶିକ୍ଷା ଏବଂ ଦକ୍ଷତା ପରିଷଦ ବୈଠକ’ରେ ଯୋଗଦେଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ

ଶିକ୍ଷା, ଦକ୍ଷତା ଓ ଗବେଷଣା କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗ ତ୍ୱରିତ ହେବ - ଧର୍ମେନ୍ଦ୍ର ପ୍ରଧାନ • ଅଷ୍ଟ୍ରେଲିଆ-ଭାରତ ଶିକ୍ଷା ଏବଂ ଦକ୍ଷତା ପରିଷଦ ବୈଠକରେ ଅଷ୍ଟ୍ରେଲିଆ ଶିକ୍ଷା ମନ୍ତ୍ରୀ ଏବଂ ଦକ୍ଷତା ଓ ତାଲିମ ମନ୍ତ୍ରୀ ଯୋଗଦେଲେ • ଏଆଇଇଏସସି ବୈଠକରେ ନିଷ୍ପତି ହୋଇଥିବା କାର୍ଯ୍ୟକୁ…

ବିଏମସି ବାତ୍ୟା ଆଶ୍ରୟସ୍ଥଳୀରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ

ପ୍ରସ୍ତୁତି ଓ ସେବା ଯୋଗାଣ ବ୍ୟବସ୍ଥାର କଲେ ସମୀକ୍ଷା ଭୁବନେଶ୍ଵର,୨୪/୧୦ : ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଉଷା ପାଢ଼ୀ ଆଜି ଅପରାହ୍ନରେ ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଅଞ୍ଚଳରେ ଥିବା ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ କରି ପ୍ରସ୍ତୁତି ଓ…

ଗଞ୍ଜାମ ଜିଲ୍ଲାରେ ପ୍ରସ୍ତୁତି କାର୍ଯ୍ୟ ତଦାରଖ କଲେ ମନ୍ତ୍ରୀ ଶ୍ରୀ ଜେନା

ବାତ୍ୟା ଆଶ୍ରୟସ୍ଥଳୀରେ ବିଭିନ୍ନ ସୁବିଧା ସୁନିଶ୍ଚିତ କରାଯାଇଛି ଭୁବନେଶ୍ୱର,୨୪/୧୦/୨୦୨୪:ସମ୍ଭାବ୍ୟ ବାତ୍ୟା "ଦାନା'କୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲା ଦାୟିତ୍ୱରେ ଥିବା ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି ମନ୍ତ୍ରୀ ଶ୍ରୀ ବିଭୂତି ଭୂଷଣ ଜେନା ଆଜି ଜିଲ୍ଲାର ବିଭିନ୍ନ ଅଞ୍ଚଳ ଗସ୍ତ କରି…

ଧାମରାରେ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ କଲେ ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ

ବାତ୍ୟା ମୁକାବିଲା ପାଇଁ ଆମେ ପ୍ରସ୍ତୁତ, ଲୋକଙ୍କ ସୁରକ୍ଷା ଆମର ପ୍ରାଥମିକତା, ଜିରୋ କାଜୁଆଲଟି ଆମର ଲକ୍ଷ୍ୟ : ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ ବାତ୍ୟା ଆଶ୍ରୟସ୍ଥଳୀରେ ଲୋକଙ୍କ ସୁରକ୍ଷିତ ରହଣି ବ୍ୟବସ୍ଥା, ଶୁଖିଲା ଖାଦ୍ୟ ମହଜୁଦ କରି ରଖାଯିବା ସହ ଲୋକଙ୍କୁ ରନ୍ଧାଖାଦ୍ୟ,…