ଡାବୁଗାଁ ରେ ମାଘ ମଣ୍ଡେଇ ନିମନ୍ତେ ପ୍ରସ୍ତୁତି ବୈଠକ
ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ ) ତା ୧୯/୦୧/୨୫ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ରେ ମାଘ ମଣ୍ଡେଇ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ଭୈରବ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ପ୍ରତି ବର୍ଷ ପାରି ଚଳିତ ବର୍ଷ ମଧ୍ୟ ମାଘ ମଣ୍ଡେଇ କୁ ଶାନ୍ତି ଶୃଙ୍ଖଳା ର ସହ ପାଳନ କରିବାକୁ…