ଚନ୍ଦଳୀ ରେ କ୍ଲଷ୍ଟର ସ୍ତରୀୟ ଅଷ୍ଟମ ମାସିକ ବୈଠକ
ସୁବର୍ଣ୍ଣପୁର, ଶାସକ ପ୍ରଶାସକ (ପ୍ରକାଶ କୁମାର ହାତୀ): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଚନ୍ଦଳୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ରେ ରାମପୁର କ୍ଲଷ୍ଟର ସ୍ତରୀୟ ଅଷ୍ଟମ ମାସିକ ବୈଠକ ଆୟୋଜିତ ହୋଇଯାଇଛି l ପ୍ରଧାନଶିକ୍ଷକ ପ୍ରେମରାଜ ସେଠୀ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ…