ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ସହିତ ଉଦଯାପିତ ହେଲା କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୫
ଭବାନୀପାଟଣା:ରୋହିତ କୁମାର ନାଏକ (ଶାସକ ପ୍ରଶାସକ )୨୭ତମ କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୫ ମହା ସମାରୋହରେ ଉଦଯାପିତ ହୋଇଯାଇଛି। ଉଦଯାପନୀ ସଭାରେ ମୁଖ୍ୟ ଅତିଥି ଭାବେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତଥା ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଯୋଗଦେଇ କଳାହାଣ୍ଡିର…