ଆତ୍ମଦର୍ଶନ ରେ ପୂର୍ଣ୍ଣତା ଆସିଥାଏ : ପ୍ରଫେସର ଦାସ .
ପଦ୍ମଶ୍ରୀ ଚନ୍ଦ୍ରଶେଖର ରଥଙ୍କ ଜୟନ୍ତୀ ପାଳିତ
ରାଉରକେଲା(ବସନ୍ତ କୁମାର ଜେନା ): ସହରର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ପ୍ରଗତି ଉତ୍କଳ ସଂଘ ଆନୁକୂଲ୍ୟରେ ପଦ୍ମଶ୍ରୀ ଚନ୍ଦ୍ରଶେଖର ରଥଙ୍କ ୯୫ତମ ଜୟନ୍ତୀ ସଂଘ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମର ଆବାହକ ଭାରତ ଭୂଷଣ ମହାନ୍ତି…