ପୂଜ୍ୟପୂଜା କମିଟି ଏବଂ ସିଭିଲ ସୋସାଇଟି ନୟାଗଡ଼ର ମିଳିତ ସହଯୋଗରେ ବ୍ୟାସକବି ଫକୀର ମୋହନଙ୍କ ଜୟନ୍ତୀ
ନୟାଗଡ଼(ବିଶ୍ୱଜିତ ନାୟକ) :- ୧୩ ଜାନୁଆରୀ ୧୮୪୩ରେ ବାଲେଶ୍ୱର ଜିଲ୍ଲା ମଲିକାଶପୁର ଗ୍ରାମରେ ଜନ୍ମଗ୍ରହଣ କରିଥିବା ଫକୀର ମୋହନ ସେନାପତି ଓଡ଼ିଆ ସାହିତ୍ୟର କଥା ସମ୍ରାଟ ଭାବେ ପରିଚିତ l କେବଳ ଉପନ୍ୟାସ ବା ଗଳ୍ପ ନୁହେଁ କବିତା, ଅନୁବାଦ ସାହିତ୍ୟ, ଭ୍ରମଣ କାହାଣୀ ସହ ପତ୍ର ପତ୍ରିକା…