ସମ୍ବଲପୁରୀ ହାଇସ୍କୁଲ ର ରୌପ୍ୟ ଜୟନ୍ତୀ ସମାରୋହ ଅନୁଷ୍ଠିତ।
ପଦ୍ମପୁର :- ପାଇକମାଲ ବ୍ଳକ୍ ଅନ୍ତର୍ଗତ ସମ୍ବଲପୁରୀ ହାଇସ୍କୁଲ ର ରୌପ୍ୟ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଯାଇଛି।ପ୍ରଧାନ ଶିକ୍ଷକ ମହିପାଳ ବେହେରା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ବିଧାୟିକା ବର୍ଷା ସିଂ ବରିହା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଉଦ୍ଘାଟନ କରି ଥିଲେ।…