ଡ଼ମ୍ବସରା ଉଚ୍ଚ (ଯୁକ୍ତ -୨) ମାଧ୍ୟମିକ ଶିକ୍ଷା ବିଦ୍ୟାଳୟ ପରିସରରେ ଆତ୍ମ ସୁରକ୍ଷା ତାଲିମ ଉଦଯାପିତ

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ଗୁଣୁପୁର ବ୍ଲକ ଅନ୍ତର୍ଗତ ଡ଼ମ୍ବସରା ଉଚ୍ଚ ମାଧ୍ୟମିକ ଶିକ୍ଷା(ଯୁକ୍ତ 2) ବିଦ୍ୟାଳୟ ପରିସରରେ ସ୍କୁଲ ଓ ଗଣଶିକ୍ଷା ବିଭାଗ ତରଫରୁ ବାଳିକା ମାନଙ୍କ ଆତ୍ମ ସୁରକ୍ଷା ତାଲିମ ଶିବିର(SDTP) ଉଦଯାପିତ ହୋଇଯାଇଛି। ଅନୁଷ୍ଠାନର ଅଧ୍ୟକ୍ଷ ଶ୍ରୀ ବିଦ୍ୟାଧର ନାହକ…

ଭୋଗି ପର୍ବ ଧୁମଧାମ ରେ ପାଳିତ

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ସ୍ଥାନୀୟ ଜଗନ୍ନାଥ ନଗର ଠାରେ ମକର ସଂକ୍ରାନ୍ତି ଉପଲକ୍ଷେ ଭୋଗି ପର୍ବ ଅତି ଧୁମଧାମ ରେ ପାଳିତ ହୋଇଯାଇଛି.ଅଞ୍ଚଳ ବାସୀ ଏକାଠି ହୋଇ ଏହି ପର୍ବ ପାଳନ କରିଥିଲେ. ଏହି ଅବସରରେ କୁନି କୁନି ପିଲାମାନଙ୍କୁ ନେଇ ନୃତ୍ୟ ପ୍ରତିଯୋଗିତା, ମହିଳା ମାନଙ୍କ…

ସ୍ଵାମୀ ବିବେକାନନ୍ଦ ଜୟନ୍ତୀ ପାଳିତ

ବେଲଗୁଣ୍ଠା -(ଶିବରାମ ଚୌଧୁରୀ )-ସ୍ଥାନୀୟ ସ୍ବାମୀ ବିବେକାନନ୍ଦ ପରିସରରେ ଯୁବ ଦିବସ ଅବସରରେ ବିଶ୍ୱ ବିଜୟୀ ସ୍ବାମୀ ବିବେକାନନ୍ଦଙ୍କ ଜନ୍ମ ଦିବସ ମହାସମାରୋହରେ ପାଳିତ ହୋଇଯାଇଅଛି ପ୍ରାତଃରେ ଅନୁଷ୍ଠାନର ଛାତ୍ରଛାତ୍ରୀ ମାନେ ସ୍ବାମୀଜୀଙ୍କ ଗୁଣଗାନ କରି ଏକ ବିଶାଳ ରାଲି ସହିତ ନଗର ପରିକ୍ରମା…

ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ବର 13/01/2025: ଆଜି ସକାଳେ ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ଜୟନ୍ତୀ ଅବସରରେ ଏଜି ଛକ ଭୁବନେଶ୍ଵରସ୍ଥିତ ରାଜା ରାମଚନ୍ଦ୍ର ମର୍ଦ୍ଦରାଜ ଦେଓଙ୍କ ପ୍ରତିମୂର୍ତ୍ତିରେ ପୂର୍ବତନ ମନ୍ତ୍ରୀ ତଥା ବିଧାୟକ, ଶ୍ରୀଯୁକ୍ତ ପ୍ରଫୁଲ୍ଲ ସାମଲ, ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦ୍ଦେଶକ,…

ଜାତୀୟ ଯୁବ ଦିବସ ରେ ଯୁବ ସମାଜସେବୀ ରାଧାମୋହନ ମହାପାତ୍ର ସମ୍ବର୍ଦ୍ଧିତ।

କନ୍ଧମାଳ : ଆଜି ଜାତୀୟ ଯୁବ ଦିବସ ୨୦୨୫ ଅବସରରେ ଜୟଦେବ ଭବନ ଭୁବନେଶ୍ୱର ଠାରେ କ୍ରାନ୍ତିକାରୀ ଫାଉଣ୍ଡେସନ୍, ଭୁବନେଶ୍ଵର ପକ୍ଷରୁ ସମାଜ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ କନ୍ଧମାଳ ଜିଲ୍ଲାର ଯୁବ ସମାଜସେବୀ ଶ୍ରୀଯୁକ୍ତ ରାଧାମୋହନ ମହାପାତ୍ର ସମ୍ବର୍ଦ୍ଧିତ ହୋଇଛନ୍ତି। ସେ କନ୍ଧମାଳ…

ମହାକୁମ୍ଭ ମେଳା ପାଇଁ ୪ଟି ଅତ୍ୟାଧୁନିକ ବସ୍ ଚାଲିଲା

ପତାକା ଦେଖାଇ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ପୁରୀ, ସମ୍ବଲପୁର, ଭବାନୀପାଟଣା ଏବଂ ବ୍ରହ୍ମପୁରରୁ 4ଟି ବସ୍ ରେ ଗଲେ 200 ଶ୍ରଦ୍ଧାଳୁ ବାରଣାସୀ ଓ ପ୍ରୟାଗରାଜ ଦେଇ ଅଯୋଧ୍ୟା ପର୍ଯ୍ୟନ୍ତ ଚଳାଚଳ କରିବ ଯାତ୍ରୀମାନଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ, ଆବଶ୍ୟକ…

ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୩୯ତମ ବର୍ଷିକ କ୍ରୀଡା ଉତ୍ସବ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୩୯ ତମ ବାର୍ଷିକ କ୍ରୀଡ଼ା ଉତ୍ସବ ଜାନୁୟାରୀ ୧୨ ଓ ୧୩ ତାରିଖ ଦୁଇ ଦିନ ଧରି ହେବାକୁ ଥିବା କ୍ରୀଡ଼ା ପ୍ରତିଯୋଗିତାକୁ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ…

ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ l

ରାୟଗଡ:-ତା ୧୨/୦୧- ଆଜି ସ୍ଥାନୀୟ ହୋଟେଲ ସାଇ ଇଣ୍ଟେରନାସିନlଲ, ରାୟଗଡ ଠାରେ ଜିଲ୍ଲାର ଦୁଇ ବରିଷ୍ଠ ଅଧିକାରୀଙ୍କ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା l ଶ୍ରୀ ଭାସ୍କର ରଇତ, ଅତିରକ୍ତ ଜିଲ୍ଲାପାଳ ରାୟଗଡ ଓ ଡ଼ଃ ଦୟାନିଧି ବାଗ,ପ୍ରକଳ୍ପ ନିର୍ଦେଶକ ଜଳବିଭାଜିକା ମିଶନ,…

ଗୋଦାବରୀଶ ମହାବିଦ୍ୟାଳୟରେ ଯୁବ ଦିବସ ପାଳିତ

ବାଣପୁର:(ସେକ କୌସର ):ଭାରତ ମାତାର ସୁଯୋଗ୍ୟ ସନ୍ତାନ ସ୍ବାମୀ ବିବେକାନନ୍ଦଙ୍କ ଜନ୍ମଦିନଟି ଆମ ଦେଶରେ ଜାତୀୟ ଯୁବ ଦିବସ ଭାବରେ ପାଳିତ ହେଉଛି। ଆଜି ଏ ଉପଲକ୍ଷେ ଗୋଦାବରୀଶ ମହାବିଦ୍ୟାଳୟ, ଦର୍ଶନ ବିଭାଗ ଆନୁକୁଲ୍ୟରେ ମହାବିଦ୍ୟାଳୟର ଅଧ୍ୟକ୍ଷ ବିନାୟକ ହୋତାଙ୍କ ଅଧ୍ୟକ୍ଷତାରେ ଏକ ଭବ୍ୟ ଉତ୍ସବ…

ରାୟଗଡ ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ଜାତୀୟ ଯୁବ ଦିବସ ପାଳିତ l

ରାୟଗଡ:-ତା. ୧୨/୦୧-ନେହେରୁ ଯୁବ କେନ୍ଦ୍ର ରାୟଗଡା, ସ୍ୱୟଂ ଶାସିତ ମହା ବିଦ୍ୟାଳୟ ଏନ ଏସ ଏସ,ୟ.ଆର. ସି,ଏନ. ସି. ସି, ରମିଳିତ ଉଦ୍ୟମ କ୍ରମରେ ରାୟଗଡ ସ୍ୱୟଂ ଶାସିତ ବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଯୁବ ଦିବସ ପାଳିତ ହୋଇ ଯାଇଛି। ଏହି ଅବସରରେ ମୂଖ୍ୟ ଅତିଥି ଭାବରେଅତିରିକ୍ତ ଆରୋକ୍ଷୀ…