ଥଣ୍ଡାରେ ଥରୁଛି ଓଡ଼ିଶାର ଡାର୍ଜିଲିଙ୍ଗ ଘୁ.ଉଦୟଗିରିର
ଘୁ. ଉଦୟଗିରିରେ ସର୍ବନିମ୍ନ ୪.୮ ଡିଗ୍ରୀ, ଦାରିଙ୍ଗବାଡି ୮.୫ ଓ ଫୁଲବାଣୀରେ ୬.୫ ଡିଗ୍ରୀ ତାପମାତ୍ରା ରେକର୍ଡ..
ଘୁ.ଉଦୟଗିରି (ଅବନୀ କୁମାର ପ୍ରଧାନ): ଥଣ୍ଡାରେ ଥରୁଛି ଓଡ଼ିଶାର ଡାର୍ଜିଲିଙ୍ଗ ଭାବେ ପରିଚିତ ଘୁ.ଉଦୟଗିରି l ପୁଣି ରାଜ୍ୟର ସବୁଠାରୁ ଥଣ୍ଡା ସହର ଭାବେ ରେକର୍ଡ କରିଛି…