କ୍ଷତ୍ରିୟବରପୁର ଆଞ୍ଚଳିକ ସ୍ନାତକ ମହାବିଦ୍ୟାଳୟରେ ନାଭିକୀୟ ଶକ୍ତିର ଉପାଦେୟତା କର୍ମଶାଳା
ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-,ବେଲଗୁଣ୍ଠା ବ୍ଳକ୍ କ୍ଷତ୍ରିୟବରପୁର ଆଞ୍ଚଳିକ ସ୍ନାତକ ମହାବିଦ୍ୟାଳୟରେ ପଦାର୍ଥ ବିଜ୍ଞାନ ବିଭାଗ ତରଫରୁ ନାଭିକୀୟ ଶକ୍ତିର ଉପାଦେୟତା ସମ୍ପର୍କିତ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି I ଅନୁଷ୍ଠାନ ଅଧ୍ୟକ୍ଷ ସୁବାଷ ଚନ୍ଦ୍ର ସାମଲ୍ ଙ୍କ ପୌରୋହିତ୍ୟରେ…