ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ର ୨୭ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ।
ବାସୁଦେବପୁର - ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଳକ ଅନ୍ତର୍ଗତ ସ୍ଥାନୀୟ ହନୁମାନ ବାଟିକା ରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ର ୨୭ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି। ଏହି ଅବସର ରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ବିଜେପି ଉପ ସଭାପତି ଗୋଲକ ପ୍ରସାଦ ମହାପାତ୍ର ମୁଖ୍ୟ ବକ୍ତା ଭାବେ…