ଅହଙ୍କାର କାରଣରୁ ଓଡ଼ିଆ ଲୋକଙ୍କ ନିଷ୍ପତିକୁ ସହ୍ୟ କରିପାରୁନି ବିଜେଡ଼ି: ସମୀର ମହାନ୍ତି

ଭୁବନେଶ୍ୱର, ତା.୦୭/୧୦: ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଏବଂ ବିଜେଡି ଦଳ ପରାଜୟ ପରେ ହତୋତ୍ସାହିତ ହୋଇପଡିଛନ୍ତି । ଓଡ଼ିଆ ଲୋକଙ୍କ ନିଷ୍ପତିକୁ ନିଜ ଅହଙ୍କାର କାରଣରୁ ସ୍ୱୀକାର କରିପାରୁନାହାନ୍ତି ବୋଲି ରାଜ୍ୟ ବିଜେପିର ପୂର୍ବତନ ସଭାପତି ଶ୍ରୀ ସମୀର ମହାନ୍ତି କହିଛନ୍ତି । ଶ୍ରୀ ମହାନ୍ତି…

ଜିଲ୍ଲାପାଳଙ୍କ ଜିଲ୍ଲାସ୍ତରୀୟ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ।

ଭବାନୀପାଟଣା:ରୋହିତ କୁମାର ନାଏକ(ଶାସକ ପ୍ରଶାସକ) ତା.07/10 କଳାହାଣ୍ଡି ଜିଲ୍ଲା ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଜନଶୁଣାଣି ଶିବିର ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭା ଗୃହରେ ଅନୁଷ୍ଠିତ ହୋଇଥିଲା । ଏହି ଯୁଗ୍ମ ଅଭିଯୋଗ ଓ ସମାଧାନ ଶିବିରରେ…

ସୋଆ ପକ୍ଷରୁ ବିଶ୍ୱ ପ୍ରାଣୀ ଦିବସ ପାଳିତ

ଭୁବନେଶ୍ୱର, ଅକ୍ଟୋବର ୭ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଭେଟେରିନାରୀ ସାଇନ୍‌ସେସ୍ ଆଣ୍ଡ ଆନିମଲ୍ ହଜ୍‌ବ୍ୟାଣ୍ଡରୀ (ଆଇଭିଏସ୍‌ଏଏଚ୍‌), ଓଡିଶା ଲାଇଭଷ୍ଟକ୍ ଡେଭେଲମେଂଟ ସୋସାଇଟି (ଓଏଲ୍‌ଡିଏସ୍‌) ଏବଂ ଓଡିଶା ଭେଟେରିନାରୀ କାଉନ୍‌ସିଲ୍‌ର ମିଳିତ ଆନୁକୂଲ୍ୟରେ…

ପୋଷଣକୁ ଗୁରୁତ୍ୱ: ସମ୍ମମରେ ସୁନୋ ୨.୦ ଆୟୋଜିତ

ଭୁବନେଶ୍ୱର, ଅକ୍ଟୋବର ୭: ପୋଷଣର ଗୁରୁତ୍ୱ ଏବଂ ଖାଦ୍ୟ ଗ୍ରହଣ ପ୍ରକ୍ରିୟାକୁ ନେଇ ଗତ ଶନିବାର ସମ୍ ଅଲ୍ଟିମେଟ ମେଡିକେୟାର ପକ୍ଷରୁ ଆୟୋଜିତ ହୋଇଥିବା ଦ୍ୱିତୀୟ ସମ୍ ଅଲ୍ଟିମେଟ ନ୍ୟାସ୍‌ନାଲ ନ୍ୟୁଟ୍ରିସନ୍ ଓରିଏନ୍‌ଟେସନ୍ (ସୁନୋ ୨.୦) କାର୍ଯ୍ୟକ୍ରମରେ ବିସ୍ତୃତ ଭାବେ ଆଲୋଚନା ହୋଇଯାଇଛି । ଏହି…

ପ୍ରଫେସର ବାଉରୀବନ୍ଧୁ କର ସ୍ମାରକୀ ସାରସ୍ଵତ ସମାରୋହ ଓ ଜାତୀୟ ଆଲୋଚନାଚକ୍ର

 କେନ୍ଦୁଝର – ୭/୧୦/୨୦୨୪: ପ୍ରଫେସର ବାଉରୀବନ୍ଧୁ କରଙ୍କ ଦ୍ଵାରା ପ୍ରତିଷ୍ଠିତ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ଗବେଷଣା ପ୍ରତିଷ୍ଠାନ, ଭୁବନେଶ୍ୱର ପ୍ରାୟୋଜିତ ଓ ଧରଣୀଧର ବିଶ୍ଵବିଦ୍ୟାଳୟ, କେନ୍ଦୁଝର ଦ୍ଵାରା ଆୟୋଜିତ ଚତୁର୍ଥ ରାଜ୍ୟ ସ୍ତରୀୟ ପ୍ରଫେସର ବାଉରୀବନ୍ଧୁ କର ସ୍ମାରକୀ ସାରସ୍ଵତ…

“ସୁଭଦ୍ରା ଯୋଜନାରେ ପଞ୍ଜୀକରଣ ଛୁଇଁଲା ୧ କୋଟି”

- ବାରିପଦାରେ ମୁଖ୍ୟମନ୍ତ୍ରୀ ପ୍ରଦାନ କରିବେ ଦ୍ଵିତୀୟ ପର୍ଯ୍ୟାୟ ପ୍ରଥମ କିସ୍ତି - ଅପଡେଟ ଖବର ପାଇଁ ଅଫିସିଆଲ ସୁଭଦ୍ରା ୱେବସାଇଟ ଓ ସୋସିଆଲ ମିଡିଆକୁ ଅନୁସରଣ କରନ୍ତୁ ବା ଟୋଲ ଫ୍ରୀ ନମ୍ବର (୧୪୬୭୮) ରେ କଲ କରନ୍ତୁ । ଭୁବନେଶ୍ୱର: ଆଜି(ତା ୦୭/୦୯/୨୦୨୪ ରିଖ) ସୁଦ୍ଧା…

କଳିଙ୍ଗ ମହାବିଦ୍ୟାଳୟ ଓଡ଼ିଆ ବିଭାଗ ତରଫରୁ ଆଲୋଚନା ଚକ୍ର ଅନୁଷ୍ଠିତ

ଘୁ.ଉଦୟଗିରି(ଅବନୀ କୁମାର ପ୍ରଧାନ): କଳିଙ୍ଗ ମହାବିଦ୍ୟାଳୟ ଓଡ଼ିଆ ବିଭାଗ ଆନୁକୂଲ୍ୟରେ " ସାମାଜିକ ବାସ୍ତବତାର ଜୀବନ୍ତ କାହାଣୀ : ଦାନାପାଣି" ଶୀର୍ଷକ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ବିଭାଗ ମୁଖ୍ୟା ସୁପ୍ରିୟା ମହାନ୍ତିଙ୍କ ସଭାପତିତ୍ବରେ ଆୟୋଜିତ ଆଲୋଚନା ଚକ୍ରରେ ଅଧ୍ୟକ୍ଷ…

ଖେଳାଳୀ କେବେ ହାରେ ନାହିଁ: ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ

ଗଞ୍ଜାମ ଜିଲ୍ଳା ସ୍ତରୀୟ ବିଦ୍ୟାଳୟ ସମୂହ ଦୌଡକୁଦ ପ୍ରତିଯୋଗିତା ଉଦ୍‌ଘାଟିତ  ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-, ଖେଳାଳି କେବେ ହାରେ ନାହିଁ, ଜିତେ କିମ୍ବା କିଛି ଶିଖେ I ଏହିଭଳି ଉଦବୋଧନ ମୂଳକ ବକ୍ତବ୍ଯ ରଖି ଗଞ୍ଜାମ ଜିଲ୍ଳା ସ୍ତରୀୟ ବିଦ୍ୟାଳୟ ସମୂହ ଦୌଡକୁଦ ପ୍ରତିଯୋଗିତାରେ ଅଂଶଗ୍ରହଣ…

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ପାରଳାଖେମଣ୍ଡି /ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ…

ମହିଳା ମହାବିଦ୍ୟାଳୟ ରେ କ୍ୟାନସର ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ।

ପଦ୍ମପୁର :- ସ୍ଥାନୀୟ ମହିଳା ସ୍ନାତକ ମହାବିଦ୍ୟାଳୟରେ କର୍କଟ ସଚେତନତା ଅଭିଯାନ ଅଧ୍ୟକ୍ଷା ଶ୍ରୀମତୀ କଲ୍ପନାରାଣୀ ନାଥଙ୍କ ସଭାପତିତ୍ଵରେ ଅନୁଷ୍ଠିତ ହୋଇଯାଇଛି l କର୍କଟ ରୋଗ ସଚେତନତାର ଗୁରୁତ୍ଵ ବିଷୟରେ ଅଧ୍ୟକ୍ଷାଙ୍କ ଉଦବୋଧନ ଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲା | କାର୍ଯ୍ୟକ୍ରମରେ…