ଏଫ୍‌ଆଇଭିବି ସଭାପତି ଆରି ଗ୍ରାସାଙ୍କୁ ସମ୍ମାନଜନକ କିସ୍‍ ହ୍ୟୁମାନିଟାରିଆନ୍‍ ସମ୍ମାନ

ମାନବିକ ଓ ସାମାଜିକ ମୂଲ୍ୟବୋଧର ପ୍ରତିବିମ୍ବ ହେଉଛି ଏହି ସମ୍ମାନ: ରାଜ୍ୟପାଳ ବିଶ୍ୱସ୍ତରରେ ବିଭିନ୍ନ କ୍ଷେତ୍ରରେ ପ୍ରତିଷ୍ଠିତ ବ୍ୟକ୍ତିମାନଙ୍କୁ ଏହି ସମ୍ମାନ ପ୍ରଦାନ କରି ଶ୍ରୀ ସାମନ୍ତ ସମଗ୍ର ବିଶ୍ୱରେ ଓଡ଼ିଶାର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି : ଶ୍ରୀ ସିଂହଦେଓ…

ପାର୍ବଣରେ ଟିପିଏସ୍ଓଡିଏଲ୍ ପକ୍ଷରୁ ସୁରକ୍ଷା ମାର୍ଗଦର୍ଶିକା ଜାରି

ବ୍ରହ୍ମପୁର: ପାର୍ବଣ ୠତୁ ଆରମ୍ଭ ହେବା ସହ ବିଭିନ୍ନ ପୂଜାସ୍ଥଳରେ ଓ ବଜାରରେ ଲୋକଙ୍କ ଭିଡ଼ ଜମୁଛି। ଏହି ସମୟରେ ବିଦ୍ୟୁତ ସୁରକ୍ଷାକୁ ଧ୍ୟାନରେ ରଖି ଭରସାଯୋଗ୍ୟ ବିଜୁଳି ସେବା ଯୋଗାଇବା ପାଇଁ ପ୍ରସ୍ତୁତ ରହିଛି ଟିପିଏସ୍ଓଡିଏଲ୍। ବିଶେଷ କରି ପୂଜା ମଣ୍ଡପ ଭଳି ଅସ୍ଥାୟୀ ବିଦ୍ୟୁତ ସଂଯୋଗ ଥିବା…

-ସରସ୍ଵତୀ ଶିଶୁ ବିଦ୍ୟା ଭବନ, ବେଲଗୁଣ୍ଠାରେ ୨୮ ତମ ଜ୍ଞାନ ବିଜ୍ଞାନ ମେଳା ପାଳିତ

ବେଲଗୁଣ୍ଠା -:(ଶିବରାମ ଚୌଧୁରୀ )-ସରସ୍ଵତୀ ଶିଶୁ ବିଦ୍ୟା ଭବନ, ବେଲଗୁଣ୍ଠା ରେ ୨୮ ତମ ଜ୍ଞାନ ବିଜ୍ଞାନ ମେଳା ମହାସମାରୋହରେ ବିଦ୍ୟାଳୟ ପରିସରରେ ପାଳିତ ହୋଇଯାଇଛି। ଏହି ଜ୍ଞାନ ବିଜ୍ଞାନ ମେଳା ରୁ ଉଦ୍ ଘାଟକ ଭାବେ ସ୍ଥାନୀୟ ତହସିଲଦାର ଶ୍ରୀଯୁକ୍ତ କଳାକୃଷ୍ଣ ପ୍ରଧାନ ଉପସ୍ଥିତ ରହି ଉଦ୍ ଘାଟନ…

ଜିଲ୍ଲାସ୍ତରୀୟ କପା କ୍ରୟ କମିଟି ବୈଠକ

ଭବାନୀପାଟଣା:ରୋହିତ କୁମାର ନାଏକ(ଶାସକ ପ୍ରଶାସକ):ତା. ୦୪.୧୦.୨୦୨୪ – କଳାହାଣ୍ଡି ଜିଲ୍ଲାସ୍ତରୀୟ କପା କ୍ରୟ କମିଟି ବୈଠକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ତିତ ସଦଭାବନା ସଭା ଗୃହରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶଙ୍କ ଅଧ୍ୟକ୍ଷୟତାରେ ଅନୁଷ୍ଠିତ ହୋଇଥିଲା । ଏଥିରେ ମାନ୍ୟବର ବିଧାୟିକା…

ନବରଙ୍ଗପୁର ଜିଲ୍ଲାରେ ଜିଲ୍ଲା ସ୍ତରୀୟ”ସ୍ୱଚ୍ଛତା ହିଁ ସେବା – ପୁରସ୍କାର ବିତରଣ ଉତ୍ସବ”

ନବରଙ୍ଗପୁର ତା ୩.୧୦.୨୦୨୪: ଅଶୋକ ସାହୁ, ଶାସକ ପ୍ରଶାସକ ଗତ ୨.୧୦.୨୦୨୪ ରିଖ ଗାନ୍ଧୀ ଜୟନ୍ତୀ ଅବସରରେ ସ୍ଥାନୀୟ ମିଶନ ଶକ୍ତି ସମ୍ମିଳନୀ ଗୃହରେ ସ୍ଵଚ୍ଛତା ହିଁ ସେବା ଜିଲ୍ଲା ସ୍ତରୀୟ ପୁରସ୍କାର ବିତରଣୀ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ…

ଜିଲ୍ଲା ଭିତ୍ତିକ ନିଯୁକ୍ତି ଦାବୀରେ ଗୁଣପୁର ଠାରେ ୧୨ ଘଣ୍ଟାଆ ବନ୍ଦ

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି-ଆଜି ଅବିଭକ୍ତ କୋରାପୁଟ ମିଳିତ କ୍ରିୟାନୁଷ୍ଠାନ କମିଟି ର ଜିଲ୍ଲା ଭିତ୍ତିକ ନିଯୁକ୍ତି ଦାବୀ ରେ ରାୟଗଡା ଜିଲ୍ଲା ଗୁଣପୁର ଠାରେ 12 ଘଣ୍ଟିଆ ବନ୍ଦ ଡାକରା . ଏହାକୁ ସମର୍ଥନ କରିଛି ଗୁଣପୁର ଏସ୍ ସି ଓ ଏସ୍ ଟି ମିଳିତ ମଞ୍ଚ. ଏଣୁ ଏହି ପରିପ୍ରେକ୍ଷୀରେ…

ଗଜପତି ଜିଲ୍ଲାର ପାଞ୍ଚ ଗୋଟି ପଞ୍ଚାୟତରେ ଜନ ଯୋଜନା ଅଭିଯାନ ଅନ୍ତର୍ଗତ ସ୍ୱତନ୍ତ୍ର ଗ୍ରାମ ସଭା ଓ ପ୍ରଶିକ୍ଷଣ…

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାର ପାଞ୍ଚ ଗୋଟି ପଞ୍ଚାୟତରେ ଜନ ଯୋଜନା ଅଭିଯାନ ଅନ୍ତର୍ଗତ ସ୍ୱତନ୍ତ୍ର ଗ୍ରାମ ସଭା ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ବିକଶିତ ଭାରତ ବିକଶିତ ପଞ୍ଚାୟତ ରୂପେ ଗଢି ତୋଳିବା ପାଇଁ ସବୁ କ୍ଷେତ୍ରରେ ପ୍ରୟାସ…

ସଂଯୁକ୍ତ କୃଷକ ସଂଗଠନ ବରଗଡ଼ ଟାଉନ ଥାନା ଅଧିକାରୀଙ୍କୁ ଦେଲା ଖୋଲା ଚାଲେଞ୍ଜ

"ଯଦି ଦମ ଅଛି ରମେଶ ମହାପାତ୍ର ଙ୍କ ବିରୋଧରେ ପ୍ରମାଣ ସାର୍ବଜନୀନ କର,ନ ହେଲେ ନିସର୍ତ୍ତ କ୍ଷମା ମାଗ" ବିଜେପୁର : ଯଦି ସଂଯୁକ୍ତ କୃଷକ ସଂଗଠନ ର ଉପଦେଷ୍ଟା ରମେଶ ମହାପାତ୍ର ଙ୍କ ନାମରେ ଦେଇଥିବା ଏତଲା ମୁତାବକ କିଛି ପ୍ରମାଣ ଅଛି ତାହାହେଲେ ସାର୍ବଜନୀନ କରନ୍ତୁ ନ ହେଲେ ନିସର୍ତ୍ତ କ୍ଷମା…

ବିଶିଷ୍ଟ ସମାଜସେବୀ ଜନସାଥୀ ଲେଙ୍ଗୁ ମିଶ୍ରଙ୍କ ପତ୍ନୀ ବିୟୋଗ

ଝାରବନ୍ଧ-ମନୋହର ଦାଶ: ବିଶିଷ୍ଟ ସମାଜସେବୀ ଜନସାଥୀ ଲେଙ୍ଗୁ ମିଶ୍ରଙ୍କ ପତ୍ନୀ ଯଶୋଦା ମିଶ୍ର(୮୨)ଙ୍କ ମଧ୍ୟାହ୍ନରେ ପରଲୋକ ହୋଇଯାଇଛି । ସେ ଜଣେ ପରୋପକାରୀ ତଥା ଧର୍ମପରାୟଣା ମହିଳା ଥିଲେ । ଏଥିସହ ବରଗଡ଼ ମହିଳା ସମିତି ଓ ବାପୁଜୀ ସ୍ଵତନ୍ତ୍ର ବିଦ୍ୟାଳୟର ସେ ପ୍ରତିଷ୍ଠାତା ସଭ୍ୟା ଥିଲେ ।…

ଓଡ଼ିଶାରେ ପ୍ରତିରକ୍ଷା ସରଞ୍ଜାମ ଉତ୍ପାଦନ ନେଇ ଶନିବାର ସୋଆରେ ସମ୍ମିଳନୀ

ଭୁବନେଶ୍ୱର , ଅକ୍ଟୋବର ୪ : ପ୍ରତିରକ୍ଷା ବିଶେଷଜ୍ଞ, ସରଞ୍ଜାମ ଉତ୍ପାଦନକାରୀ, ନିବେଶକ, ଗବେଷକ ଏବଂ ସେନା ଅଧିକାରୀମାନେ ଓଡ଼ିଶାରେ ପ୍ରତିରକ୍ଷା ସରଞ୍ଜାମ ଉତ୍ପାଦନର ସମ୍ଭାବନାକୁ ନେଇ ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟରେ ଶନିବାର ଏକ ସମ୍ମିଳନୀ ଆୟୋଜିତ ହେବାକୁ ଯାଉଛି। ‘ମିଶନ୍‌: ମେକ୍…