ଭାରତୀୟ ମଜଦୂର ସଂଘ ଦ୍ଵାରା ପରିଚାଳିତ ଓଡିଶା ରାଜ୍ୟ ଆଶା କର୍ମୀ ସଂଘ ପକ୍ଷରୁ ଜିଲ୍ଲାପାଳଙ୍କୁ ୬ ଦଫା ଦାବି ପତ୍ର…

ରାୟଗଡ଼ା : ତା : ୦୩/୧୦/୨୪-ଭାରତୀୟ ମଜଦୂର ସଂଘ ଦ୍ଵାରା ପରିଚାଳିତ ଓଡିଶା ରାଜ୍ୟ ଆଶା କର୍ମୀ ସଂଘ ପକ୍ଷରୁ ଜିଲ୍ଲାପାଳଙ୍କୁ ୬ ଦଫା ଦାବି ପତ୍ର ପ୍ରଦାନକରାଯାଇଛି | ଭାରତୀୟ ମଜଦୂର ସଂଘ ଦ୍ଵାରା ପରିଚାଳିତ ଓଡିଶା ରାଜ୍ୟ ଆଶା କର୍ମୀ ସଂଘର ଦୀର୍ଘ ଦିନର ଦାବି ପୁରଣ ହୋଇନଥିବା ଯୋଗୁଁ କେନ୍ଦ୍ର…

ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ

 ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୦୩/୧୦/୨୪ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ କଲୋନି ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଇଓ ଶୁଭେନ କୁମାର ମଣ୍ଡଳ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି…

ମା ମାଣିକେଶ୍ଵରୀ ଙ୍କ ପ୍ରସିଦ୍ଧ ଛତର ଯାତ୍ରା ନିମନ୍ତେ କ୍ଷେତ୍ର ପ୍ରସ୍ତୁତି ପଥ ବୁଲି ଦେଖିଲେ ଜିଲ୍ଲାପାଳ।

ଭବାନୀପାଟଣା:ରୋହିତ କୁମାର ନାଏକ(ଶାସକ ପ୍ରଶାସକ)ତା 03/10 କଳାହାଣ୍ଡି ର ଅଧିଷ୍ଠାତ୍ରୀ ଦେବୀ ମା ମାଣିକେଶ୍ଵରୀ ଙ୍କ ପ୍ରସିଦ୍ଧ ଛତର ଯାତ୍ରା ଆସନ୍ତା ଅକ୍ଟୋବର 11 ତାରିଖରେ ଭବାନୀ ପାଟଣା ଠାରେ ମହାସମାରୋହରେ ଅନୁଷ୍ଠିତ ହେବ l ଜେନା ଖାଲ ରେ ମା ଙ୍କ ଛତର ର ବିଧି ଅନୁସାରେ ପୂଜ୍ଯ ପୂଜା…

କିଆପଦର କସ୍ତୁରବା ବିଦ୍ୟାଳୟରେ ଛାତ୍ରୀ ଅସନ୍ତୋଷ ଘଟଣା: କଠୋର କାର୍ଯ୍ୟାନୁଷ୍ଠାନ ଦାବି କଲା ଦଳିତ ଆଦିବାସୀ ମହାସଂଘ

ଭବାନୀପାଟଣା:ରୋହିତ କୁମାର ନାଏକ(ଶାସକ ପ୍ରଶାସକ )୦୩/୧୦ କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ କିଆପଦରସ୍ଥିତ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟର ଶତାଧିକ ଛାତ୍ରୀ ଦୀର୍ଘ ୧୨ କିମି ପାଦରେ ଚାଲିଚାଲି ଜିଲ୍ଲାପାଳଙ୍କୁ ଭେଟିବାକୁ ଆସିବା ଘଟଣାକୁ ଆଜି ତିନିଦିନ ବିତିଛି। ବିଦ୍ୟାଳୟର…

ମହା ଧୁମ୍ ଧାମ୍ ରେ ପାଳିତ ହେଲା ଅଗ୍ରସେନ ଜୟନ୍ତୀ।

ପଦ୍ମପୁର :- ସ୍ଥାନୀୟ ମାରୱାଡି ଧର୍ମଶାଳା ଠାରେ ମହା ଧୁମ୍ ଧାମ୍ ରେ ଅଗ୍ରସେନ ଜୟନ୍ତୀ ପାଳିତ ହୋଇଯାଇଛି। ଏକ ବିଶାଳ ଶୋଭାଯାତ୍ରା ରେ ବାହାରି ଶାସ୍ତ୍ରୀ ଛକ, ଥାନା ଛକ, ଭେଉଁରିଆ ଛକ ଦେଇ ଧର୍ମଶାଳା ରେ ପହଞ୍ଚିଥିଲା। ପରେ ଅନେକ୍ ପ୍ରତିଯୋଗୀତା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ…

ମାଲକାନଗିରିରେ ବିଜେଡିର ବିଶାଳ ପଦଯାତ୍ରା

ମାଲକାନଗିରି: ଆଜି ମାଲକାନଗିରିରେ ବିଜେଡିର ବିଶାଳ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି ବିଶାଳ ଶୋଭାଯାତ୍ରା ମାଲକାନାଗିରି ବସଷ୍ଟାଣ୍ଡଠାରୁ ଆରମ୍ଭ ହୋଇ ସହର ପରିକ୍ରମା ସହ ସଂସ୍କୃତି ଭବନରେ ପହଞ୍ଚିଥିଲା । ଏହି ବିଶାଳ ଶୋଭାଯାତ୍ରାରେ ବିଜୁ ଯୁବ, ଛାତ୍ର ଓ ମହିଳା ଜନତା ଦଳର ସମସ୍ତ…

ଜନଜାତି ସ୍ୱାସ୍ଥ୍ୟ ବିକାଶ ଓ ଯୁବ ସଶକ୍ତିକରଣ ନେଇ କିଟ୍‍, କିସ୍‍ ଓ ଜାପାଇଗୋ ମଧ୍ୟରେ ବୁଝାମଣା

ଭୁବନେଶ୍ୱର, ୩ ।୧୦: ଜନଜାତି ସ୍ୱାସ୍ଥ୍ୟ ବିକାଶ ଓ ଯୁବ ସଶକ୍ତିକରଣ ନେଇ କିଟ୍‍, କିସ୍‍ ଓ ଜାପାଇଗୋ ମଧ୍ୟରେ ଗୁରୁବାର ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଯାଇଛି । ଟ୍ରାଇବାଲ୍‍ ହେଲ୍‍ଥ ରିସର୍ଚ୍ଚ ଇନୋଭେସନ୍‍ ଆଣ୍ଡ ଭୋକେସନାଲ୍‍ ଏମପାୱାରମେଣ୍ଟ (ଥ୍ରାଇଭ୍‍) ଶୀର୍ଷକ ବୁଝାମଣା ପତ୍ରରେ…

ଗୋଷ୍ଠୀ କନ୍ଦଳରୁ ଧ୍ୟାନ ହଟାଇବା ପାଇଁ ରାଜଭବନକୁ “ଫୋପଡ” ପକାଉଛି ବିଜେଡି : ଦିଲୀପ ମଲ୍ଲିକ

 ଅପ୍ରସଙ୍ଗକୁ ପ୍ରସଙ୍ଗ କରି ବିଳିବିଳି ହେଉଛନ୍ତି ବିଜେଡି ନେତା  ରାଜ୍ୟପାଳଙ୍କୁ ଅନ୍ୟ ରାଜ୍ୟର ଜଣେ ମୁଖ୍ୟମନ୍ତ୍ରୀ ଭେଟିବା ସୌଜନ୍ୟତା ବା ବ୍ୟକ୍ତିଗତ ସମିଚୀନ ହୋଇପାରେ  ବିଜେଡି ନେତାମାନେ ସୌଜନ୍ୟତା ଏବଂ ସାମାଜିକ ଜୀବନକୁ ବୁଝନ୍ତି ନାହିଁ  ନବୀନବାବୁଙ୍କୁ…

ରକ୍ତ କର୍କଟକୁ ପରାସ୍ତ କରିହେବ !

ସମ୍ ହସ୍ପିଟାଲରେ ଏବେ ଅଗ୍ରଣୀ କାର ଟି-ସେଲ୍ ଥେରାପି ଉପଲବ୍ଧ ଭୁବନେଶ୍ୱର, ଅକ୍ଟୋବର ୩: ଓଡ଼ିଶାରେ ରକ୍ତ କର୍କଟ ରୋଗୀଙ୍କୁ ଉତମ ଚିକିତ୍ସା ପ୍ରଦାନ ଓ ହେମାଟୋ ଅଙ୍କୋଲଜିକାଲ୍ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବାରେ ଅଗ୍ରଣୀ ହସ୍ପିଟାଲ୍ ଭାବେ ପରିଚିତ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ…

ବଲାଙ୍ଗୀର ପାଟଣାଗଡ଼ଠାରେ ଫ୍ଲାଗ ଫାଉଣ୍ଡେସନ୍ ଅଫ୍ ଇଣ୍ଡିଆର ୧୫୦ତମ ସ୍ମାରକୀ ଜାତୀୟ ପତାକା ସ୍ତମ୍ଭ ସ୍ଥାପନ

- ପାଟଣାଗଡ଼ର ରମାଇ ହାଇସ୍କୁଲ ପଡ଼ିଆରେ  ଉପମୁଖ୍ୟମନ୍ତ୍ରୀ ଶ୍ରୀ କେଭି ସିଂହଦେଓ ଏବଂ ବଲାଙ୍ଗୀର ସାଂସଦ ଶ୍ରୀମତୀ ସଙ୍ଗୀତା କୁମାରୀ ସିଂହଦେଓଙ୍କ ଦ୍ବାରା ଏହି ୧୦୮ ଫୁଟ ଉଚ୍ଚ ସ୍ମାରକୀ ପତାକା ସ୍ତମ୍ଭର ଉଦଘାଟନ - ଏହି ଭବ୍ୟ ସମାରୋହରେ ଜିଲ୍ଲାପାଳ, ଏସପି ଓ ବିଶିଷ୍ଟ ନାଗରିକମାନେ…