ରାଜ୍ୟରେ ଖୁବ୍ ଶୀଘ୍ର ଲାଗୁ ହେବ ଜାତୀୟ ଶିକ୍ଷା ନୀତି -୨୦୨୦: ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂରଜ
ପ୍ରସ୍ତୁତି ସମ୍ପର୍କରେ ବିଭିନ୍ନ ବିଶ୍ୱବିଦ୍ୟାଳୟର କୁଳପତିମାନଙ୍କ ସହିତ ଆଲୋଚନା ଓ କର୍ମଶାଳା ଅନୁଷ୍ଠିତ
ଭୁବନେଶ୍ୱର ତା-୦୨.୧୦.୨୦୨୪: ଓଡ଼ିଶାରେ ଉଚ୍ଚଶିକ୍ଷା ବ୍ୟବସ୍ଥାରେ ଜାତୀୟ ଶିକ୍ଷା ନୀତି -୨୦୨୦ ପ୍ରଣୟନ ନେଇରାଜ୍ୟର ବିଭିନ୍ନ ସରକାରୀ ବିଶ୍ୱ ବିଦ୍ୟାଳୟର ପ୍ରସ୍ତୁତି ସଂପର୍କରେ ଏକ…