ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ– ୨୦୨୪
ରାୟଗଡ଼: ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ତରଫରୁ ବ୍ଲକ ସ୍ତରୀୟ ଆନ୍ତର୍ଜାତୀୟ ବରିଷ୍ଠ ନାଗରିକ ଦିବସ, ୨୦୨୪ ରାୟଗଡ଼ ବ୍ଲକ ସଦଭାବନା ସଭା ଗୃହରେ ଅନୁଷ୍ଠିତ ହୋଇଅଛି । ଉକ୍ତ ଦିବସରେ ପୂର୍ବାହ୍ନ ୮ ଘଟିକା ସମୟରେ ବରିଷ୍ଠ ନାଗରିକମାନଙ୍କ ନିମନ୍ତେ ଯୋଗାଭ୍ୟାସ କରାଯିବା ସହ…