ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟରେ ଜାତୀୟ ଆଲୋଚନାଚକ୍ର ଅନୁଷ୍ଠିତ
ଭୁବନେଶ୍ୱର, ୩୦.୦୯.୨୦୨୪ : ଉତ୍କଳ ସଂସ୍କୃତି ବିଶ୍ଵବିଦ୍ୟାଳୟ ଜୈନ ଚେୟାର ଆନୁକୂଲ୍ୟରେ ଆଜି "ଅହିଂସା : ସାମ୍ପ୍ରତିକ ସମୟର ଆବଶ୍ୟକତା" ଶୀର୍ଷକ ଏକ ଜାତୀୟ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ଆଜିର ଉଦ୍ଘାଟନୀ ସମାରୋହରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ଶାସନ ସଚିବ…