ପାରଳାଖେମୁଣ୍ଡି ଠାରେ ଶ୍ରୀଜିଉ ମାନଙ୍କ ପବିତ୍ର ବାହୁଡ଼ା ଯାତ୍ରା ଓ ସାଂସ୍କୃତିକ କାର୍ଯ୍ୟକ୍ରମ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଉପାନ୍ତ ଶ୍ରୀକ୍ଷେତ୍ର ପାରଳାଖେମୁଣ୍ଡି ଠାରେ ଶୁକ୍ରବାର ଦିନ ଚତୁର୍ଦ୍ଧାମୂର୍ତ୍ତି ତଥା ଶ୍ରୀଜୀଉ ମାନଙ୍କ ପବିତ୍ର ବାହୁଡ଼ା ଯାତ୍ରା ଶାନ୍ତି ଶୃଙ୍ଖଳାର ସହ ସମ୍ପନ୍ନ ହୋଇଯାଇଛି।ଏହି ଅବସରରେ ପୂର୍ବାହ୍ନରେ ଶ୍ରୀ ଗୁଣ୍ଡିଚା ମନ୍ଦିରରେ ତିନି!-->…