ପୁରୁଣା ପେନସନ ଯୋଜନା ଲାଗୁ କରିବା ପାଇଁ ଅତିରିକ୍ତ ଜିଲ୍ଲାପାଳ ଙ୍କୁ ଦାବୀପତ୍ର ପ୍ରଦାନ।
ପଦ୍ମପୁର :- ବରଗଡ ଏ. ଡି. ଏମ ମଧୁଛନ୍ଦା ଦାଶଙ୍କୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଏନ.ଏମ. ଓ. ପି. ଏସ, ବରଗଡ଼ ତରଫରୁ ରଘୁନାଥ ପୁରୀ ଓ ଶ୍ରୀକାନ୍ତ ବାରିକଙ୍କ ନେତୃତ୍ୱରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ନୂତନ ପେନସନ ଉଛେଦକରି ପୁରୁଣା ପେନସନ ଲାଗୁକରିବାକୁ ଦାବିପତ୍ର ପ୍ରଦାନ କରିଛନ୍ତି l…