ଆନ୍ତର୍ଜାତୀୟ ନିରାପଦ ଗର୍ଭପାତ ଦିବସ ପାଳିତ
- ପାରଳାଖେମୁଣ୍ଡି / ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଗୋଷାଣି ବ୍ଲକ ଅନ୍ତର୍ଗତ ଗାରାବନ୍ଧ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ରଠାରେ ଆନ୍ତର୍ଜାତୀୟ ନିରାପଦ ଗର୍ଭପାତ ଦିବସ ପାଳିତ ହୋଇଯାଇଛି। ଗୁରାଣ୍ଡି ଗୋଷ୍ଠୀ ସ୍ଵାସ୍ଥ୍ୟ କେନ୍ଦ୍ରର ଜନସ୍ୱାସ୍ଥ୍ୟ ସମ୍ପ୍ରସାରଣ!-->…