ଜିଲ୍ଲାସ୍ତରୀୟ ବିକାଶ ମେଳା ଶୁଭ ଉଦ୍ଘାଟିତ
https://youtu.be/TOf8Wr3a024
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ଜିଲ୍ଲାସ୍ତରୀୟ ବିକାଶ ମେଳା ଶୁଭ ଉଦ୍ଘାଟିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ବିକାଶ ମୂଳକ ବିଭିନ୍ନ ଜନ କଲ୍ୟାଣକାରୀ ଯୋଜନା…