ସୋଆର ନର୍ସିଂ ଏବଂ ଡେଂଟାଲ ସାଇନସେସ୍ ଛାତ୍ରଛାତ୍ରୀଙ୍କ ନିମନ୍ତେ ଗ୍ରାଜୁଏସନ୍ କାର୍ଯ୍ୟକ୍ରମ ଆୟୋଜିତ
ଭୁବନେଶ୍ୱର, ୧୯/୦୯ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସମ୍ ନର୍ସିଂ କଲେଜ (ଏସ୍ଏନସି) ଓ ଇନଷ୍ଟିଟ୍ୟୁଟ ଅଫ୍ ଡେଂଟାଲ ସାଇନସେସ୍ (ଆଇଡିଏସ୍)ରେ ପାଠ୍ୟକ୍ରମ ସମାପ୍ତ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଏଠାରେ ଗୁରୁବାର ଏକ ସ୍ୱତନ୍ତ୍ର ଉତ୍ସବରେ ଉପାଧି ପ୍ରଦାନ କରାଯାଇଛି ।…